Browsing Tag

subarnapur news

ଅସହାୟ ଶବ ସତ୍କାର କଲା ସ୍ୱେଚ୍ଛାସେବୀ ସଂଗଠନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ କମସରା ଗ୍ରାମ ପଞ୍ଚାୟତର ବଡଯୋର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସେହି ଗ୍ରାମର ଜଣେ ୨୯ ବର୍ଷୀୟା ଅବିବାହିତା ମହିଳା ଚିକେନପକ୍ସ ରୋଗରେ ପୀଡିତ ହେବା ପରେ ପରିବାର ସଦସ୍ୟ ରୋଗୀକୁ ଘରେ ରଖି
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୪୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୦୧ ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ
Read More...

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରାଜ୍ୟରେ କୃଷି ଓ କୃଷକଙ୍କୁ ଶସକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରତି ଜିଲ୍ଲାରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ କରିବା ଉପରେ ପଦକ୍ଷେପ ନେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ସହରର ରୟାଲ ପଡିଆଠାରେ ଜିଲ୍ଲା କୃଷି ବିଭାଗ
Read More...

ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ଏପ୍ରିଲ ୦୧ରୁ ୦୭ ପର୍ଯ୍ୟନ୍ତ ପାଳନ ହେବ ଶୂନ ଦୁର୍ଘଟଣାଜନିତ ମୃତାହତ ସପ୍ତାହଏନ୍ଫୋର୍ସମେଣ୍ଟକୁ ଅଧିକ ଜୋର୍‌ଦାର୍‌ ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ
Read More...

ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ନିମନ୍ତେ ଟାକ୍ସ ଫୋର୍ସ କମିଟି ବୈଠକ

ଫେବୃଆରୀ ୧୦ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଟୀକାକରଣ କାର୍ଯ୍ୟକ୍ରମ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ତରଭା ବୈଠକ ପ୍ରକୋଷ୍ଠରେ ସ୍ଵତନ୍ତ୍ର ଟୀକାକରଣ ଅଭିଯାନ ଓ ଜାତୀୟ କୃମିନାଶକ ଦିବସ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ
Read More...

ଭୃଣ ନିରୂପଣ ଉପରେ ସଜାଗ ରହିବାକୁ ଜିଲ୍ଲାପାଳଙ୍କ ତାଗିଦ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଅଦ୍ୟ ତା.୦୭.୦୨.୨୦୨୩ ଦିନ ତରଭା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବୈଠକ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନିଲ ନରୱଣେଙ୍କ ସଭାପତିତ୍ୱରେ କନ୍ୟା ଭ୍ରୁଣ ହତ୍ୟା ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କର୍ମଶାଳାରେ ଗୋଷ୍ଠୀ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ
Read More...

ରାଣୀସର୍ଡା ସ୍ଥିତ ପ୍ରସିଦ୍ଧ ମା’ ମାହେଶ୍ୱରୀଙ୍କର ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦ୍‌ଯାପିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ରାଣୀସର୍ଡା ଗ୍ରାମ ସ୍ଥିତ ପ୍ରସିଦ୍ଧ ମା' ମାହେଶ୍ୱରୀଙ୍କର ନୂତନ ଭବ୍ୟ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ଗତ ତା ୨୯/୦୧/୨୦୨୩ ଦିନ କଳସ ଶୋଭାଯାତ୍ରା ସହ ମହାସମାରୋହରେ ଆରମ୍ଭ ହୋଇଥିବା
Read More...

ସୁବର୍ଣ୍ଣପୁରରେ ଶ୍ରମମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ହିତାଧିକାରୀଙ୍କ ପାଖରେ ରାଜ୍ୟ ସରକାରଙ୍କ ଶ୍ରମିକ କଲ୍ୟାଣ ଯୋଜନାର ସମସ୍ତ ଲାଭ ପହଞ୍ଚାଇବା ପାଇଁ ନିର୍ଦ୍ଦେଶ ଦେଲେ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଓଡିଶା ସରକାରଙ୍କ ଶ୍ରମ ଏବଂ କର୍ମଚାରୀ ରାଜ୍ୟବୀମା ବିଭାଗ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି
Read More...

କର୍କଟ ରୋଗୀ ଓ ପୂର୍ଣ୍ଣାଙ୍ଗ ସ୍ଵାସ୍ଥ୍ୟସେବା ମଧ୍ୟରେ ବ୍ୟବଧାନ ହ୍ରାସ ଉପରେ ଗୁରୁତ୍ଵ

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ବିଶ୍ଵ କର୍କଟ ଦିବସ ପାଳିତ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରସ୍ଥ ସ୍ଵାସ୍ଥ୍ୟ ତାଲିମ କେନ୍ଦ୍ରଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵରଂଜନ ପତିଙ୍କ ଅଧ୍ୟକ୍ଷତାରେ ଆଜି
Read More...