Browsing Tag

subarnapur news

ଛକୋରମାଲ ପଞ୍ଚାୟତ ବାଦିପଡ଼ିଆ ଗ୍ରାମରେ ଜିଲ୍ଲା ପ୍ରଶାସନର ଜନ ସମ୍ପର୍କ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୋନପୁର ବ୍ଲକ ଅନ୍ତର୍ଗତ ଛକୋରମାଲ ଗ୍ରାମ ପଞ୍ଚାୟତର ବାଦିପଡିଆ ଗ୍ରାମରେ ଜନ ସମର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ
Read More...

ମା’ ମାହେଶ୍ୱରୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ରାଣିସର୍ଡା ଗ୍ରାମ ସ୍ଥିତ ପ୍ରସିଦ୍ଧ ମା' ମାହେଶ୍ୱରୀଙ୍କର ନୂତନ ଭବ୍ୟ ମନ୍ଦିରର ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ଗତ ତା.୩୦.୦୧.୨୦୨୩ ରୁ ଆରମ୍ଭ ହୋଇଯାଇଛି । ତା.୨୯.୦୧.୨୦୨୩ ଦିନ କଳସ ଶୋଭା ଯାତ୍ରା ଅନୁଷ୍ଠିତ
Read More...

ଅନୈତିକ ଲିଙ୍ଗ ନିରୂପଣ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ – ଜିଲ୍ଲାପାଳ

ସୂଚନାଦାତା ହେବେ ପୁରସ୍କୃତ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ପିସି ଏବଂ ପିଏନଡିଟି ଜିଲ୍ଲା ପରାମର୍ଶଦାତା କମିଟିର ସ୍ଵତନ୍ତ୍ର ବୈଠକ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ସିନିୟର ଲ୍ୟାବ୍ ଟେକ୍ନିସିଆନ ଅକ୍ଷୟ କୁମାର ପଟ୍ଟନାୟକ

ସୁବର୍ଣ୍ଣପୁର : ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର ସିନିୟର ଲ୍ୟାବ୍ ଟେକ୍ନିସିଆନ । ଲ୍ୟାବ୍ ଟେକ୍ନିସିଆନ ଅକ୍ଷୟ କୁମାର ପଟ୍ଟନାୟକ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋନପୁର ଓ ବଲାଙ୍ଗିର ଭିଜିଲାନ୍ସ ଟିମ୍ ଦ୍ଵାରା ଧରାପଡ଼ିଛନ୍ତି ।
Read More...

ଜିଲ୍ଲାସ୍ତରୀୟ ସ୍ଵାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସ୍ଵାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏହି ଅବସରରେ ସ୍ଵାସ୍ଥ୍ୟ ବିଭାଗ ତରଫରୁ କାର୍ଯ୍ୟକାରୀ
Read More...

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୦୯ ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ
Read More...

ପଞ୍ଚବଟୀ ଉଦ୍ୟାନ ଉଦ୍‌ଘାଟିତ

ସୁବର୍ଣ୍ଣପୁର : ଉଦ୍‌ଘାଟିତ ହେଲା ପଞ୍ଚବଟୀ ଉଦ୍ୟାନ । ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ବଡ଼ଝିଙ୍କି ନିକଟରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ଦ୍ୱାରା ଏହି ଉଦ୍ୟାନ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ଉତ୍ସବରେ ଜିଲ୍ଲାପାଳ ଅବୋଲୀ ସୁନୀଲ ନରୱେଣେ, ଜିଲ୍ଲା ଆରକ୍ଷୀ
Read More...

ସୁବର୍ଣ୍ଣପୁରରେ ମହାସମାରୋହରେ ସାଧାରଣତନ୍ତ୍ର ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ଆନନ୍ଦ ଉଲ୍ଲାସ ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ପଞ୍ଚାୟତିରାଜ ପାନୀୟଜଳ ଯୋଗାଣ, ସୂଚନା ଓ ଲୋକ ସଂପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ରୂପେ
Read More...

ସୁବର୍ଣ୍ଣପୁରରେ ଜାତୀୟ ମତଦାତା ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଜାତୀୟ ସଙ୍ଗୀତ ଗାନ ପରେ ସମସ୍ତ ମତଦାତାଙ୍କୁ ସଂକଳ୍ପ
Read More...

ଜିଲ୍ଲାରେ କନ୍ୟା ଲିଙ୍ଗ ହାର ଅନୁପାତ ବୃଦ୍ଧି ପାଇଁ ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ପିସି-ପିଏନ୍‌ଡିଟି ଜିଲ୍ଲା ପରାମର୍ଶଦାତା କମିଟି ବୈଠକ ସୁବର୍ଣ୍ଣପୁର ଜିଲ୍ଲାପାଳ ତଥା ଜିଲ୍ଲା ପ୍ରାଧିକରଣ, ପିସିଏଣ୍ଡପିଏନ୍‌ଡିଟି ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଅଦ୍ୟ
Read More...