Browsing Tag

subarnapur news

ଗଣଦୌଡ଼ରୁ ଶୁଭାରମ୍ଭ ହେଲା ସମବାୟ ସପ୍ତାହ

ସମବାୟ ସେବାର ବାର୍ତ୍ତା ନେଇ ଗଡ଼ିଲା ସମବାୟ ରଥ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ୭୦ତମ ଅଖିଳ ଭାରତୀୟ ସମବାୟ ସପ୍ତାହ ପାଳନ ଅବସରରେ ଆଜି ସକାଳ ୭.୦୦ ଘଣ୍ଟା ସମୟରେ ଜିଲ୍ଲାସ୍ତରୀୟ ଗଣଦୌଡକୁ ସ୍ଥାନୀୟ ରୟାଲ ପଡିଆଠାରୁ ବିମଳେନ୍ଦୁ ରାୟ, ଜିଲ୍ଲାପାଳ ସୁବର୍ଣ୍ଣପୁର ସବୁଜ ପତାକା ଦେଖାଇ
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ମଧୁମେହ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ତାଲିମ କେନ୍ଦ୍ରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା. ବିଶ୍ୱ ରଞ୍ଜନ ପତିଙ୍କ ଅଧ୍ୟକ୍ଷତାରେ ବିଶ୍ୱ ମଧୁମେହ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ
Read More...

ବୋରୱେଲରୁ ଉଦ୍ଧାର ବୃଦ୍ଧା ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ଚାଲିଗଲେ

ସୁବର୍ଣ୍ଣପୁର : ବୋରୱେଲରୁ ଉଦ୍ଧାର ବୃଦ୍ଧା ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ସୁବର୍ଣ୍ଣପୁର ସଦର ବ୍ଲକ କଇଁଫୁଲ ଗାଁ ନିକଟରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ଗଭୀର ବୋରୱେଲରେ ଖସି ପଡ଼ିଥିବା ୮୦ ବର୍ଷୀୟ ବୃଦ୍ଧାଙ୍କୁ ଉଦ୍ଧାର କରାଯିବା ପରେ ତାଙ୍କର
Read More...

ଅଦ୍ଵିକା କପ୍‌ ଉଦଯାପିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଏବଂ ଆକ୍ସନଆଡ଼୍‌ ଆସୋସିଏସନ୍‌ର ମିଳିତ ସହଯୋଗରେ ଅଦ୍ଵିକା କପ୍‌-୨୦୨୩ ସ୍ଥାନୀୟ ରାମେଶ୍ୱର ଷ୍ଟାଡିଅମରେ ଉଦ୍‌ଯାପିତ ହୋଇ ଯାଇଛି । ଉଦ୍‌ଯାପିନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଏଡ଼ିଏମ୍‌ ଜେନେରାଲ ଶ୍ରୀମତୀ
Read More...

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୩୮…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ
Read More...

ଓରମାସ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ ବ୍ଲକ ଛକରେ ଅସ୍ଥାୟୀ ଟେରାକୋଟା ବିପ୍ପଣୀ କେନ୍ଦ୍ରର ଶୁଭାରମ୍ଭ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାର ସୋନପୁର ବ୍ଲକ ଛକଠାରେ ଦୀପାବଳି ପର୍ବକୁ ଆଖି ଆଗରେ ରଖି ଜିଲ୍ଲାର ଜନସାଧାରଙ୍କୁ ଟେରାକୋଟା ହସ୍ତଶିଳ୍ପ ସାମଗ୍ରୀ ଚାହିଦାକୁ ପୂରଣ କରିବା ଉଦ୍ଦେଶ୍ୟରେ ଅସ୍ଥାୟୀ ଟେରାକୋଟା ବିପ୍ପଣ କେନ୍ଦ୍ରକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ
Read More...

ଜିଲ୍ଲାର ବେରୋଜଗାର ଯୁବକ ଯୁବତୀଙ୍କ ପାଇଁ ପ୍ରଶାସନ ତରଫରୁ ପରାମର୍ଶ ଶିବିର

ତା ୧୩.୧୧.୨୦୨୩ ରୁ ତା ୧୮.୧୧.୨୦୨୩ ମଧ୍ୟରେ ଅନୁଷ୍ଠିତ ହେବ ବ୍ଲକସ୍ତରୀୟ ପରାମର୍ଶ ଶିବିର ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରସାଶନ ଓ ଦକ୍ଷତା ବିକାଶ ପ୍ରାଧିକରଣ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଜିଲ୍ଲାର ଯୁବକ ଓ ଯୁବତୀମାନଙ୍କୁ ସ୍ୱାବଲମ୍ବୀ କରିବା ନିମନ୍ତେ ବ୍ଲକସ୍ତରୀୟ
Read More...

ଜଗନ୍ନାଥ ମନ୍ଦିର ମୁଖ୍ୟ ଦ୍ଵାର ତାଲା ଭାଙ୍ଗି ଚୋରି ଅଭିଯୋଗ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଜଗନ୍ନାଥ ମନ୍ଦିର ମୁଖ୍ୟ ଦ୍ଵାର ତାଲା ଭାଙ୍ଗି କିଛି ଦୁର୍ବୃର୍ତ୍ତ ଦୁଇଟି ହୁଣ୍ଡି ଚୋରି କରିନେଇଥିବା ମନ୍ଦିର କମିଟି ତରଫରୁ ଥାନାରେ ଅଭିଯୋଗ ହୋିଛି । ସୂଚନା ଅନୁସାରେ ଗତକାଲି ରାତିରେ ମନ୍ଦିର ତାଲା ଦେଇ ପୂଜକ
Read More...

ପିସି ଏଣ୍ଡ ପିଏନ୍‌ଡିଟି ଉପଦେଷ୍ଟା କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ମିନି ସମ୍ମିଳନୀ କକ୍ଷରେ ପିସି ଏଣ୍ଡ ପିଏନ୍‌ଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାର ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟ ଅଧୀନରେ ଅତି
Read More...

ଜିଲ୍ଲାରେ ପରିକ୍ରମା କରିବ ଆନ୍ତଃ ରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ରଥ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ଓ ଶ୍ରମ ଆଇନରେ ଥିବା ଅଧିକାର ଏବଂ ସୁବିଧା-ସୁଯୋଗ ଉପରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ପ୍ରଚାର ଅଭିଯାନ ଆରମ୍ଭ ହୋଇଛି । ଉଭୟ ଭାରତ ସରକାର ଏବଂ ଓଡିଶା ସରକାର ତରଫରୁ
Read More...