Browsing Tag

subarnapur news

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୪୯ ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ
Read More...

ସ୍ୱାଧୀନତା ପରବର୍ତ୍ତୀ ଓଡ଼ିଆ ଗଳ୍ପ ଓ ମନୋଜ ଦାସ ଶୀର୍ଷକରେ ରାଜ୍ୟସ୍ତରୀୟ ସଂପାନ ଅନୁଷ୍ଠିତ

ଓଡ଼ିଆ କଥା ସାହିତ୍ୟର ବିଷ୍ଣୁ ଶର୍ମା ମନୋଜ ଦାସ ଓଡ଼ିଆ ଗଳ୍ପର ଏକ ବୈପ୍ଳବିକ ଚେତନା ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୋନପୁର ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ "ସ୍ୱାଧୀନତା ପରବର୍ତ୍ତୀ ଓଡ଼ିଆ ଗଳ୍ପ ଓ ମନୋଜ ଦାସ" ଶୀର୍ଷକରେ ଗତକାଳି ଏକ ରାଜ୍ୟସ୍ତରୀୟ
Read More...

ସଡକ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ : ସାମିଲ ହେଲେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ, ପରିବହନ ବିଭାଗ ତଥା ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ ଆଜି ସଡକ ସୁରକ୍ଷା ପାଳନ ଅବସରରେ ହରଡଖୋଲ ଠାରେ ଥିବା ଜିଲ୍ଲା ସ୍ୱୟଂ ଚଳିତ ଡ୍ରାଇଭିଂ ଟେଷ୍ଟିଙ୍ଗ କେନ୍ଦ୍ର ସମ୍ମୁଖ ରାଜ ରାସ୍ତାରେ ଦୁଇ ଚକିଆ, ଚାରି ଚକିଆ ଯାନର
Read More...

ଶିଶୁ ଯତ୍ନ ଅନୁଷ୍ଠାନର କ୍ରୀଡା ଉତ୍ସବ ଉତ୍ସାହ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନ ଗୁଡିକରେ ରହୁଥିବା ଶିଶୁମାନଙ୍କୁ ନେଇ କ୍ରୀଡା ଉତ୍ସବ 'ଉତ୍ସାହ' ଅନୁଷ୍ଠିତ ହୋଇଯାଇଛି । ରାମେଶ୍ୱର ଠାରେ ଥିବା ଷ୍ଟାଡିୟମରେ ଅନୁଷ୍ଠିତ ଏହି କ୍ରୀଡାର
Read More...

୨୦୨୩ ବିଶ୍ୱ ହକି ମହାକୁମ୍ଭକୁ ଜନାଦୃତ କରିବା ନିମନ୍ତେ ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆସନ୍ତା ଜାନୁଆରୀ ୧୩ ତାରିଖରୁ ଜାନୁଆରୀ ୨୯ ତାରିଖ ପର୍ଯ୍ୟନ୍ତ ୨୦୨୩ ବିଶ୍ୱ ହକି ମହାକୁମ୍ଭ ଓଡିଶାର ରାଜଧାନୀ ଭୁବନେଶ୍ୱର ସହ ଶିଳ୍ପ ନଗରୀ ରାଉରକେଲା ଠାରେ ମହାସମାରୋହରେ ଅନୁଷ୍ଠିତ ହେବ । ଆମ ରାଜ୍ୟ ଓଡିଶା ୨୦୨୩ ବିଶ୍ୱ ହକି ମହାକୁମ୍ଭକୁ ଆୟୋଜନ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୫୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ୧୭ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ
Read More...

ନିଶା ନିବାରଣ ସଚେତନତା ରଥର ଜିଲ୍ଲା ପରିକ୍ରମା : ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ ନିଶାର କୁପରିଣାମ ଓ ସମାଜରେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଅବକାରୀ ବିଭାଗ ସୁବର୍ଣ୍ଣପୁର ଆନୁକୂଲ୍ୟରେ ଏକ ନିଶା ନିବାରଣ ସଚେତନତା ରଥକୁ ଜିଲ୍ଲା ପରିକ୍ରମଣ ପୂର୍ବକ ଜନସାଧାରଣଙ୍କୁ ସଚେତନତା କରିବା ଲକ୍ଷ୍ୟରେ
Read More...

ସୁବର୍ଣ୍ଣପୁରରେ ମହିଳା ହିଂସା ନିରାକରଣ ପକ୍ଷ ପାଳନ : ମହିଳା ମାନେ ନିର୍ଭୟରେ ହିଂସାକୁ ପ୍ରତିରୋଧ କରିବାକୁ ଆହ୍ଵାନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୋନପୁର ବ୍ଲକ୍ ସମ୍ମିଳନୀ କକ୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ସଖୀ ଅନୁଷ୍ଠାନ ଆନୁକୂଲ୍ୟରେ ମହିଳା ହିଂସା ନିରାକରଣ ପକ୍ଷ ପାଳନ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ପୀଡିତା ମହିଳା ତଥା ବାଳିକାମାନଙ୍କୁ ପୋଲିସ,
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ
Read More...

ମିଶନ ଶକ୍ତି ବିଭାଗ ଦ୍ୱାରା ଜିଲ୍ଲାର ରାଧାକୃଷ୍ଣ ମହିଳା ସ୍ୱୟଂ ସହାୟକ ଓ ସୀତାରାମ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା କନକ୍ଲେଭ୍‌ ୨୦୨୨ ତା.୩୦ ନଭେମ୍ବରରୁ ତା.୦୪ ଡିସେମ୍ବର ୨୦୨୨ ପର୍ଯ୍ୟନ୍ତ ଚାଲୁଥିବା ବେଳେ ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ରାଧାକୃଷ୍ଣ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଅଭିନବ ରୋଜଗାରଭିତ୍ତିକ ନିଦର୍ଶନ ସ୍ୱରୂପ ମିଶନ ଶକ୍ତି ବିଭାଗ ଓଡିଶା
Read More...