Browsing Tag

subarnapur news

ମାୟାବର୍ହା ହାଇସ୍କୁଲରେ ମୀନକେତନ ଦାସଙ୍କ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ମୀନକେତନ ଦାସଙ୍କ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
Read More...

ତେଲେଙ୍ଗାନାରୁ ସୁବର୍ଣ୍ଣପୁର ଓ ବଲାଙ୍ଗିର ଜିଲ୍ଲାର ୧୫ ଜଣ ଶ୍ରମିକ ଉଦ୍ଧାର

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ତେଲେଙ୍ଗାନାରୁ ୧୫ ଜଣ ଶ୍ରମିକଙ୍କୁ ସୁବର୍ଣ୍ଣପୁର ପୁଲିସ ଉଦ୍ଧାର କରିଥିବା ନେଇ ଆଜି ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ସଭାଗୃହ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ୨୦୨୫ ମସିହା ନଭେମ୍ବର ମାସରେ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର
Read More...

ଜିଲ୍ଲା ସ୍ତରୀୟ କୃଷକ ସମ୍ବାଦ ବଜେଟ- ୨୦୨୬କୁ ନେଇ ସାମ୍ୱାଦିକ ସମ୍ମିଳନୀ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜିଲ୍ଲା ସ୍ତରୀୟ କୃଷକ ସମ୍ବାଦ ବଜେଟ- ୨୦୨୬ ଉପରେ ସୁବର୍ଣ୍ଣପୁର ଜିଲ୍ଲା ଭାଜପା କୃଷକ ମୋର୍ଚ୍ଚା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ଉପେନ୍ଦ୍ର ଭଞ୍ଜ
Read More...

ବରିଷ୍ଠ ନାଗରିକଙ୍କ ପାଇଁ ସଚେତନତା ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ସଂସ୍କୃତି ଭବନଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ବରିଷ୍ଠ ନାଗରିକଙ୍କ ନିମନ୍ତେ ସଚେତନତା ଶିବିର ସହ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ଯୋଗଗୁରୁ ମନୋଜ ପଣ୍ଡା ଓ
Read More...

ଜିଲ୍ଲା ସ୍ତରୀୟ ବୁଦ୍ଧିଜୀବୀ ସମ୍ମିଳନୀ : ଯୋଗ ଦେଲେ ମନ୍ତ୍ରୀ ରବି ନାଏକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ସ୍ଥିତ ଚନ୍ଦ୍ରମା ହୋଟେଲ ସ୍ଥିତ ସଭାଗୃହ ଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଜିଲ୍ଲା ସ୍ତରୀୟ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ
Read More...

ଚାଉଳ ନେଉନି ଏଫସିଆଇ, ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ କଲା ରାଇସ ମିଲର୍ସ ସଂଘ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାରେ ଏଫ୍‌ସିଆଇକୁ ୨୦୨୪-୨୫ ବର୍ଷ ପାଇଁ ଖରିଫ ମାର୍କେଟିଂ ଋତୁ ଚାଉଳ ଯୋଗାଣ ପ୍ରକ୍ରିୟା ୬ ଫେବୃୟାରୀରୁ ସମ୍ପୂର୍ଣ୍ଣ ବନ୍ଦ ଥିବା ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲାର ରାଇସ ମିଲର୍ସ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର
Read More...

ଜିଲ୍ଲାପାଳ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ

ତରଭା ବିଡିଓଙ୍କ ଆର୍ଥିକ କ୍ଷମତା ପ୍ରତ୍ୟାହାର ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ବିଡିଓ ଗଙ୍ଗାରାମ ବୁଡେକଙ୍କ ଆର୍ଥିକ କ୍ଷମତାକୁ ପ୍ରତ୍ୟାହାର କରିଛନ୍ତି ଜିଲ୍ଲାପାଳ ତଥା ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଡ. ନୃପରାଜ ସାହୁ । ଗତକାଲି
Read More...

ସୂଚନା ଅଧିକାର ଆଇନ ଉପରେ ତାଲିମ ଓ ସଚେତନତା କର୍ମଶାଳା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ସୂଚନା ଅଧିକାର ଆଇନ ୨୦୦୫ ଉପରେ ଜିଲ୍ଲାର ସମସ୍ତ ଜନ ସୂଚନା ଅଧିକାରୀ ଓ ଅତିରିକ୍ତ ଜନ ସୂଚନା ଅଧିକାରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ତାଲିମ ଓ ସଚେତନତା
Read More...

ଆସନ୍ତା ୨୭ରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୨୭ ତାରିଖରେ ସୋନପୁର ମଡେଲ ଡିଗ୍ରି ମହାବିଦ୍ୟାଳୟରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଆୟୋଜିତ ହେବା ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି
Read More...

ବନ୍ଧୁକ ମୁନରେ ନବବଧୂ ଅପହରଣ ଘଟଣା

ସମ୍ବଲପୁରରୁ ଧରାପଡ଼ିଲେ ପ୍ରେମିକ ସଞ୍ଜୀବ ଓ ନବବଧୂ ରଶ୍ମୀ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ), ସୋନପୁର ଜିଲ୍ଲା ତରଭାଠାରେ ଘଟିଥିବା ଘଟଣା ବରକୁ ବନ୍ଧୁକ ଦେଖାଇ ନବବିବାହିତା ପ୍ରେମିକାକୁ ଅଧବାଟରୁ ଅପହରଣ କରିନେବା ଘଟଣାରେ ସୁବର୍ଣ୍ଣପୁର ଜିଲ୍ଲା ପୁଲିସକୁ ସଫଳତା ମିଳିଛି । ତରଭା
Read More...