ଉଲୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ 'ସ୍ୱଚ୍ଛତା ହିଁ ସେବା' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡ଼ାକ୍ତର ସମୀର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଜି!-->…
Read More...
Read More...