ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଓଡ଼ିଶା ରାଜ୍ୟ ଶିଶୁ ମଙ୍ଗଳ ପରିଷଦର ମିଳିତ ସହଯୋଗରେ ଆୟୋଜିତ ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ମହାରାଜା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୨୨୧ ଜଣ ଶିଶୁ!-->…
Read More...
Read More...