Browsing Tag

subarnapur news

ଲଙ୍ଗଲକଟାରେ ବେହେରାମାଲ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ଅନ୍ତର୍ଗତ ଲଙ୍ଗଲକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁଦାମ ଖମାରୀଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକରେ ଆଞ୍ଚଳିକ
Read More...

ପଣ୍ଡରାପାଲିରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ପଣ୍ଡରାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନନ୍ଦକିଶୋର ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକ ରେ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବିନିକାରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ପରିଚାଳନା ସମିତି ସଭାପତି ମାନନୀୟ ମାନଗୋବିନ୍ଦ ମେହେର ଦ୍ୱୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର
Read More...

ବାବାଜୀ ସାହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ବାବାଜୀ ସାହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗଜବନ୍ଧରେ ନୂତନ ଛାତ୍ରଛାତ୍ରୀଙ୍କ ସ୍ୱାଗତ ଉତ୍ସବ ଅଧ୍ୟକ୍ଷ ତଥା ଅର୍ଥନୀତି ଅଧ୍ୟାପକ ତେଜେଶ୍ୱର ଦାଶ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ପଞ୍ଚଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ ଉଦଯାପିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଡୁଙ୍ଗୁରିପାଲି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପଞ୍ଚ ଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ଗୋଷ୍ଠୀ ସମ୍ବଳ ଶିକ୍ଷକ ସୀତାରାମ ପଧାନଙ୍କ
Read More...

ଅନ୍ଧାରିବାଞ୍ଜି କ୍ଲଷ୍ଟରସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରିବାଞ୍ଜି କ୍ଲଷ୍ଟର ସ୍ତରୀୟ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନ୍ଧାରିବାଞ୍ଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିନୋଦ
Read More...

ପଞ୍ଚଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପଞ୍ଚ ଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ଗୋଷ୍ଠୀ ସମ୍ବଳ ଶିକ୍ଷକ ମନୋଜ ସାହୁଙ୍କ ସଭାପତିତ୍ୱରେ
Read More...

ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ମେଗା ପ୍ଲାଣ୍ଟେସନ ଡ୍ରାଇଭ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ମେଗା ପ୍ଲାଣ୍ଟେସନ ଡ୍ରାଇଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଅଧିକାରୀ ମୀନାରାଣୀ ମଙ୍ଗଳ ମୁଖ୍ୟ ଅତିଥି ଓ ବ୍ଲକ
Read More...

ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ତାଲିମ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଅନ୍ଧାରିବାଞ୍ଜି ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ତାଲିମ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ଦ୍ଵାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଜୁନିଅର ରେଡକ୍ରସ
Read More...

କାଇସକନ୍ଦାରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ କାଇସକନ୍ଦା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଚୁମକି ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଆଞ୍ଚଳିକ
Read More...