Browsing Tag

subarnapur news

ବାନ୍ଧକଳାରେ ଶ୍ରୀମଦ ଭଗବତ ଗୀତାର ଲୋକାର୍ପଣ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ପବିତ୍ର ଗୀତା ଜୟନ୍ତୀ ଅବସରରେ ସୁବର୍ଣ୍ଣପୁର ସହର ଗୋକର୍ଣ୍ଣେଶ୍ୱର ପଡାର ବାନ୍ଧଶିଳ୍ପୀ ପ୍ରଫୁଲ୍ଲ ମେହେର ବାନ୍ଧକଳାର ଏକ ୱାଲ ହେଙ୍ଗିଙ୍ଗ (କାନ୍ଥ ଝୁଲଣ)ରେ ଗୀତାର ୧୮ ଅଧ୍ୟାୟର ସମସ୍ତ ଶ୍ଲୋକ ଗୁଡିକୁ ବୁଣି ଖୁବ ଚର୍ଚ୍ଚାକୁ ଆସିଛନ୍ତି । ସୂକ୍ଷ୍ମ…
Read More...

ବିନିକା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୯ତମ ବାର୍ଷିକ କ୍ରୀଡା ଉତ୍ସବ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବିନିକାର ୧୯ତମ ବାର୍ଷିକ କ୍ରୀଡା ଗତ ତା ୦୧/୧୨/୨୫ ଓ ୦୨/୧୨/୨୫ ରିଖ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ବିଶିଷ୍ଟ ଫୁଟବଲ ଖେଳ ପରିଚାଳକ ଜିତେନ୍ଦ୍ରିୟ ଥନାପତି ମୁଖ୍ୟ ଅତିଥି ଭାବରେ ଯୋଗଦେଇ…
Read More...

ଜିଲ୍ଲା ସ୍ତରୀୟ ବିଶ୍ଵ ଏଡ୍‌ସ୍‌ ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ତାଲିମ ଗୃହଠାରେ ବିଶ୍ୱ ଏଡ଼୍‌ସ୍‌ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆଜି ୧୦ଟା ବେଳେ ଜିଲ୍ଲାପାଳ ଡ଼କ୍ଟର ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ସହରାଞ୍ଚଳ ଆୟୁଷ୍ମାନ…
Read More...

ଆର୍ଟ ଅଫ୍ ଲିଭିଙ୍ଗ୍ ପକ୍ଷରୁ ଭିନ୍ନକ୍ଷମ ସ୍କୁଲ ଓ କୁଷ୍ଠାଶ୍ରମ ଠାରେ କମ୍ବଳ ଓ ଶୁଖିଲା ଖାଦ୍ୟ ବଣ୍ଟନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗୁରୁଦେବ ଶ୍ରୀ ଶ୍ରୀ ରବିଶଙ୍କରଙ୍କ 'ଆର୍ଟ ଅଫ୍ ଲିଭିଙ୍ଗ୍' ସୋନପୁର ଶାଖା ତରଫରୁ ଏକ ବ୍ୟାପକ ସାମାଜିକ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂସ୍ଥା ପକ୍ଷରୁ ପ୍ରଥମେ ସୋନପୁର କଳାପଥର ସ୍ଥିତ ସେଣ୍ଟ୍ରାଲ ସ୍କୁଲ ନିକଟସ୍ଥ ଅନ୍ଧ, ମୂକ, ବଧିର…
Read More...

ସୁବର୍ଣ୍ଣପୁର ଜିଲ୍ଲାରେ କପା ମଣ୍ଡି ଉଦଘାଟନ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବ୍ଲକ କଳାପଥର ସ୍ଥିତ ଚନ୍ଦ୍ରିକା ଏଣ୍ଟରପ୍ରାଇଜେସ ଠାରେ ଚଳିତ ବର୍ଷ ପାଇଁ କପା ମଣ୍ଡିରେ ସିସିଆଇ ଅଧୀନରେ କପା ସଂଗ୍ରହ ଆରମ୍ଭ ହୋଇଯାଇଛି । ଏହାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଶୁଭ ଉଦଘାଟନ କରିଥିବା ବେଳେ ଏହି ଅବସରରେ ସଫଳ ଓ ସର୍ବାଧିକ…
Read More...

ଓଡ଼ିଶା ସଂସ୍କୃତି ଓ କଳା ପରିଷଦର ସୁବର୍ଣ୍ଣପୁର ଜିଲ୍ଲା ଶାଖା ଉଦଘାଟିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର କୁଲପଡ଼ା ଠାରେ ସଂସ୍କୃତି ଓ କଳା ପରିଷଦ ଓଡିଶା ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ଶାଖାର ନୂତନ କାର୍ଯ୍ୟାଳୟକୁ କଳା ପରିଷଦର ରାଜ୍ୟ ଅଧ୍ୟକ୍ଷ ଲକ୍ଷ୍ମୀଧର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଛନ୍ତି । ଏହି…
Read More...

ଆଜିଠୁ ସକାଳ ୮ଟାରୁ ଦିନ ୨ଟା ପର୍ଯ୍ୟନ୍ତ ସ୍କୁଲ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ପ୍ରବଳ ଶୀତ ଏବଂ କୁହୁଡ଼ିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସକାଳୁଆ ଚାଲୁଥିବା ବିଦ୍ୟାଳୟଗୁଡ଼ିକ ସକାଳ ୮ଟାରୁ ଆରମ୍ଭ ହୋଇ ଦିନ ୨ଟା ପର୍ଯ୍ୟନ୍ତ ଖୋଲିବା ପାଇଁ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ।…
Read More...

ନାଟର ସାଧାରଣ ପରିଷଦ ବୈଠକ ଓ କମକର୍ତ୍ତା ନିର୍ବାଚନ ଅନୁଷ୍ଠିତ

ପ୍ରଦ୍ୟୁମ୍ନ କାର୍ଯ୍ୟକାରୀ ଅଧ୍ୟକ୍ଷ, ବନାମାଳୀ ସାଧାରଣ ସଂପାଦକ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ନାଟକ, ସାହିତ୍ୟ ଓ ସମାଜସେବା ପାଇଁ ସମର୍ପିତ ସୁବର୍ଣ୍ଣପୁରର ପ୍ରତିଷ୍ଠିତ ଅନୁଷ୍ଠାନ ନୋଡ଼ାଲ ଏସୋସିଏସନ ଫର ଏମେଚ୍ୟୋର୍ ଥିଏଟର (ନାଟ)ର ଦ୍ଵିବାର୍ଷିକ ସାଧାରଣ ପରିଷଦ ବୈଠକ…
Read More...

ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ ସୁଯୋଗ ଓ ସାଇବର ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ

ହସ୍ତତନ୍ତ କ୍ଷେତ୍ରରେ ସୁବର୍ଣ୍ଣପୁର ଜିଲ୍ଲାର ଆହୁରି ସୁନାମ ହେଉ : ଜିଲ୍ଲାପାଳ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାରେ ହସ୍ତତନ୍ତ କ୍ଷେତ୍ରରେ ବ୍ୟବସାୟ ସୁଯୋଗ ଓ ସାଇବର ସୁରକ୍ଷା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି । ସ୍ଥାନୀୟ ସଂସ୍କୃତି ଭବନ…
Read More...

ଜାତୀୟ ଯୁବ ଉତ୍ସବ -୨୦୨୬ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜାତୀୟ ଯୁବ ଉତ୍ସବ ୨୦୨୬ ପାଳନ ପରିପ୍ରେକ୍ଷୀରେ ଜିଲ୍ଲା ସ୍ତରରୁ ରାଜ୍ୟ ସ୍ତରକୁ ପ୍ରତିଯୋଗୀ ପଠାଇବା ନିମନ୍ତେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଅଞ୍ଜଳିନା ପ୍ରଧାନଙ୍କ ପୌରାହିତ୍ୟରେ ଏକ ପ୍ରସ୍ତୁତି ବୈଠକ…
Read More...