Browsing Tag

subarnapur news

ସୁବର୍ଣ୍ଣପୁରରେ ଗୋ ସେବା ପାଳନ କେନ୍ଦ୍ରର ଉଦଘାଟନ

ସୁବର୍ଣ୍ଣପୁର : ସୋନପୁର ସହରର କୋଲପଡାଠାରେ ‘ଗୋପାଳଜୀ ଗୋ ସେବା ଚାରିଟେବୁଲ ଟ୍ରଷ୍ଟ’ ପକ୍ଷରୁ ଗଠିତ ଗୋ ସେବା ପାଳନ କେନ୍ଦ୍ରର ଉଦଘାଟନ ବୈଭବର ସହିତ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ, ଏହି କେନ୍ଦ୍ରର ଉଦଘାଟନ କରି ଟ୍ରଷ୍ଟର ଏହି ପରମାର୍ଥମୟ ପଦକ୍ଷେପକୁ ଅପୂର୍ବ
Read More...

ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ସଫଳତାର ସହିତ ଅନୁଷ୍ଠିତ : ଜିଲ୍ଲାର ବିକାଶ ନିମନ୍ତେ ସମନ୍ୱିତ ପ୍ରୟାସ ପାଇଁ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଲକ୍ଷ୍ୟକୁ ନଜରରେ ରଖି ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ଆଜି ଜିଲ୍ଲା କିଲିଟାରୀ ସଭାକକ୍ଷରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ମାନ୍ୟବର
Read More...

ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି : ୨ ମୃତ ୨୫ ଆହତ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଦେଇ ଯାଇଥିବ ସୋନପୁର ବଲାଙ୍ଗିର ଏନ୍‌ଏଚ ୫୭ର ହରଡଖୋଲ ଛକ ନିକଟରେ ଦୁଲଦୁଲି ବାଜା ଗାଡ଼ି ଦୁର୍ଘଟଣାଗସ୍ତ । ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଗାଡ଼ି । ଘଟଣା ସ୍ଥଳରେ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି । ମୃତକ ହେଲେ
Read More...

ଟ୍ରାକ୍ଟର-ପିକ୍‌ଅପ୍ ମୁଁହାମୁଁହି ଧକ୍କା : ୨ ଗୁରୁତର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଟ୍ରାକ୍ଟର-ପିକ୍‌ଅପ୍ ମୁଁହାମୁଁହି । ୨ ଗୁରୁତର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଦୁର୍ଗାମଣ୍ଡପ ଛକ ନିକଟରେ ପିକଅପ୍ ଏବଂ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ପିକ୍‌ଅପ୍‌ ଗାଡ଼ିର ଚାଳକ ଏବଂ ହେଲ୍ପର ଆହତ ହୋଇଥିବା ବେଳେ ଟ୍ରାକ୍ଟରର
Read More...

ସୁବର୍ଣ୍ଣପୁର ଜିଲ୍ଲା ଉନ୍ନତି ପାଇଁ ବୀରମହାରାଜପୁର ବିକାଶ କମିଟି ବୈଠକ :
ବିଧାୟକଙ୍କ ଦ୍ୱାରା ବିଭାଗୀୟ ଯୋଜନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ବିକାଶ କମିଟି ବୈଠକ ଆଜି ଉଲୁଣ୍ଡା ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଛି । ବୈଠକରେ ଅଧ୍ୟକ୍ଷତା କରି ବୀରମହାରାଜପୁର ବିଧାୟକ ମାନ୍ୟବର ଇଂ. ରଘୁନାଥ ଜଗଦଲା ଜିଲ୍ଲା ବିକାଶ ଓ ସରକାରୀ ଯୋଜନା କାର୍ଯ୍ୟକାରିତା
Read More...

ପିସି ଏଣ୍ଡ ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପିସି ଏଣ୍ଡ ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଜିଲ୍ଲା ସ୍ତରରେ ଗର୍ଭବତୀ ମାନେ କରାଉଥିବା ଅଲ୍ଟ୍ରାସାଉଣ୍ଡ
Read More...

“ପରାକ୍ରମ ରାଲି” : ଅପରେସନ ସିନ୍ଦୂରରେ ଭାରତୀୟ ସେନାର ଗୌରବଗାଥାକୁ ସମ୍ମାନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପ୍ରଶାସନ ସୁବର୍ଣ୍ଣପୁର ଓ ପୌର ପରିଷଦ ସୋନପୁର ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ "ପରାକ୍ରମ ବାଇକ ରାଲି" ଭାରତୀୟ ସେନାଙ୍କ ଅଭୂତପୂର୍ବ ତ୍ୟାଗ, ସାହସ ଓ ଦୁଃସାହସିକତା ପ୍ରତି ସମ୍ମାନ ଓ ସ୍ମୃତିସ୍ୱରୂପ ଆୟୋଜିତ ହୋଇଥିଲା । ଏହି କାର୍ୟ୍ୟକ୍ରମର
Read More...

ଖଣି ଓ ପରିବହନ ବିଭାଗର ସମୀକ୍ଷା ବୈଠକ

ବେଆଇନ ବାଲି ଚୋରାଚାଳନ ଉପରେ କଡା ଅଭିଯାନସୂଚନା ଫଳକ ଲଗାଇବା ଉପରେ ଗୁରୁତ୍ୱ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ଓଡିଶା ବିଭୂତି ଭୂଷଣ ଜେନା ଆଜି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ସର୍କିଟ୍ ହାଉସ୍‌ରେ ଅନୁଷ୍ଠିତ ବୈଠକରେ
Read More...

ସମ୍ଭାବ୍ୟ ବନ୍ୟାର ସଫଳ ମୁକାବିଳା ପାଇଁ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବିପର୍ଯ୍ୟୟର ଅତ୍ୟନ୍ତ ଗୁରୁତର ପ୍ରଭାବକୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କ ଆହ୍ୱାନଜିରୋ କାଜୁଆଲିଟି ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରେଡକ୍ରସ ପ୍ରତିଷ୍ଠାତା ଜନ ହେନେରୀ ଡୁନାଣ୍ଟଙ୍କ ଜନ୍ମ ବାର୍ଷିକୀ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଜରୁରୀ ଶାଖା ପକ୍ଷରୁ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତକେନ୍ଦ୍ର ଠାରେ ଏକ
Read More...