Browsing Tag

subarnapur news

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୩ ଉଦ୍‌ଯାପିତ

କଳା ଉତ୍ସବ ଓ ଓଡିଶା ମିଲେଟସ ପ୍ରତିଯୋଗିତା ଆୟୋଜିତ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ ସୋନପୁରଠାରେ ଆୟୋଜିତ ହୋଇଯାଇଛି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ତଥା କଳା ଉତ୍ସବ ଓ ଓଡିଶା ମିଲେଟସ ପ୍ରତିଯୋଗିତା -୨୦୨୩ । ଆଜି
Read More...

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ବାର୍ଷିକ ଖେଳକୁଦ ପ୍ରତିଯୋଗିତା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ବାର୍ଷିକ ଖେଳକୁଦ ପ୍ରତିଯୋଗିତା ୨୦୨୩ ଡୁଙ୍ଗୁରିପାଲି ବ୍ଲକ ସହଲା କ୍ଲଷ୍ଟର ଅନ୍ତର୍ଗତ ଆଦିବାସୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସହଲାଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସହ ଶିକ୍ଷାଧିକାରୀ ଡ଼. ରାଧାକାନ୍ତ ଗଡତିଆଙ୍କ
Read More...

ସୁବର୍ଣ୍ଣପୁରଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘‘ବାର୍ତ୍ତାଳାପ’’ ଆୟୋଜିତ

ପ୍ରଶାସନ ପାଇଁ ଗଣମାଧ୍ୟମ ପଥପ୍ରଦର୍ଶକ ଭୂମିକା ନିର୍ବାହ କରିଥାଏ : ଜିଲ୍ଲାପାଳସରକାରୀ ଯୋଜନାର ସୁଫଳ ସମ୍ପର୍କରେ ଗଣମାଧ୍ୟମ ସଚେତନତା ସୃଷ୍ଟି କରିବା ଆବଶ୍ୟକ : ଅତିରିକ୍ତ ଜିଲ୍ଲାପାଳ ଭୁବନେଶ୍ୱର/ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
Read More...

ସୁବର୍ଣ୍ଣପୁରରେ ଦୁର୍ନୀତି ସଚେତନତା ସପ୍ତାହ ଅବସରରେ ଗଣଦୌଡ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କେନ୍ଦ୍ରୀୟ ଓ ରାଜ୍ୟ ଦୁର୍ନୀତି ନିବାରଣ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବେ ସମଗ୍ର ରାଜ୍ୟରେ ୩୦ ଅକ୍ଟୋବରରୁ ୦୫ ନଭେମ୍ବର ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହେଉଛି । ସମଗ୍ର ଜିଲ୍ଲାରେ ଦୁର୍ନୀତି ବିରୁଦ୍ଧରେ ଜନ ସଚେତନତା ସୃଷ୍ଟି
Read More...

ବିନିକା ବ୍ଲକର ୪୫୧ ଜଣ ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବିନିକା ବ୍ଲକର ଆର୍‌ଏମ୍‌ସି ମାର୍କେଟ ୟାର୍ଡ଼ଠାରେ ସୁବର୍ଣ୍ଣପୁର ଜିଲ୍ଲା ଶ୍ରମ ବିଭାଗ ତରଫରୁ ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରମ ଆଯୁକ୍ତ ତଥା ଭାରପ୍ରାପ୍ତ ଜିଲ୍ଲା ଶ୍ରମ
Read More...

ସୁବର୍ଣ୍ଣପୁରଠାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆର୍ଥିକ ଓ ସାମାଜିକ ନିରାପତ୍ତାକୁ ସୁଦୃଢ କରିବା ସହ ସଂଚୟକୁ ସୁନିଶ୍ଚିତ କରିବା ବାର୍ତ୍ତାରେ ଆଜି ସୁବର୍ଣ୍ଣପୁରଠାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଭବିଷ୍ୟତକୁ ନଜରରେ ରଖି କଷ୍ଟୋପାର୍ଜିତ ଅର୍ଥର ସଂଚୟ ଆତ୍ମନିର୍ଭର ହେବାକୁ
Read More...

ସୁବର୍ଣ୍ଣପୁରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ

ଶପଥ ଗ୍ରହଣରୁ ଆରମ୍ଭ ହେଲା କାର୍ୟ୍ୟକ୍ରମ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କେନ୍ଦ୍ରୀୟ ଓ ରାଜ୍ୟ ଦୁର୍ନୀତି ନିବାରଣ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବେ ସମଗ୍ର ରାଜ୍ୟରେ୩୦ ଅକ୍ଟୋବରରୁ ୦୫ ନଭେମ୍ବର ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହେଉଛି । ଏହି ଅବସରରେ ସମଗ୍ର
Read More...

ସୁବର୍ଣ୍ଣପୁରରେ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଓ ପ୍ରଶମନ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଓଏସ୍‌ଡିଏମ୍‌ ଏ
Read More...

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାର ଉନ୍ନୟନ କାର୍ଯ୍ୟର ସମୀକ୍ଷା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅସିତ କୁମାର ତ୍ରିପାଠୀ ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ପଶ୍ଚିମ ଓଡିଶା ବିକାଶ ପରିଷଦ ଅର୍ଥ ଅନୁଦାନରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସ୍ଥିତି ଓ ଅଗ୍ରଗତିର ସମୀକ୍ଷା
Read More...

ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି
Read More...