ସୁବର୍ଣ୍ଣପୁରରେ ସଂସ୍କୃତି ବିଭାଗ ଦ୍ଵାରା ନୂଆଁଖାଇ ଭେଟଘାଟ ଅନୁଷ୍ଠିତ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ସଦରମହକୁମାରେ ଜିଲ୍ଲା ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂତନ ଟାଉନ ହଲରେ ଅପରାହ୍ନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପାଳ!-->…
Read More...
Read More...