Browsing Tag

subarnapur news

ଜିଲ୍ଲା କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କ ସହ ଆଲୋଚନା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କୁ ସାକ୍ଷାତ କରି ଜିଲ୍ଲା କୃଷକ ସଙ୍ଗଠନର କର୍ମକର୍ତ୍ତା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଥିଲେ । ଖରିଫ ଋତୁରେ ଧାନ ସଂଗ୍ରହ ବ୍ୟବସ୍ଥାକୁ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଂକୁଳ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧରେ ୨୧ ତମ ବାର୍ଷିକ କ୍ରିଡ଼ା ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନ୍ଧାରିବାଞ୍ଜି ସରପଞ୍ଚ…
Read More...

ବିନିକା ବ୍ଲକ ଝରାପଡ଼ାବାସୀଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ ଅନ୍ତର୍ଗତ ସେଲେଡି ପଞ୍ଚାୟତର ତୁଲୁଣ୍ଡୁପାଲି ଝରାପଡାର ୨୪ ଗୋଟି ଭୂମିହୀନ ପରିବାର ଜିଲ୍ଲାପାଳଙ୍କୁ ସାକ୍ଷାତ କରି ରହିବା ପାଇଁ ଜମି ଖଣ୍ଡିଏ ଲେଖାଏଁ ଯୋଗାଇ ଦେବାକୁ ଦାବିପତ୍ର ପ୍ରଦାନ କରି ଗୁହାରି କରିଥିଲେ…
Read More...

ସୋନପୁର କଲେଜ ଠାରେ ସଫେଇ ଅଭିଯାନ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ମହାବିଦ୍ୟାଳୟ ଠାରେ ଦୁଇଦିନ ଧରି ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟରେ ନୂତନ ପ୍ରିନ୍ସିପାଲ ଭାବରେ ରାଧାକାନ୍ତ ନାୟକ ଯୋଗ ଦେବା ପରେ କଲେଜରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ବିଷୟରେ ଅବଗତ ହୋଇ ତାହାର ତ୍ଵରିତ…
Read More...

ସୁବର୍ଣ୍ଣ ଲୋକ ମହୋତ୍ସବ ନିମନ୍ତେ ଅର୍ଥ କମିଟିର ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣ ଲୋକ ମହୋତ୍ସବ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା -୨୦୨୬ ଆୟୋଜନ ନିମନ୍ତେ ଅର୍ଥ କମିଟିର ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ…
Read More...

ଆବାସ ଘର ପାଇଁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ କଲେ ଝରାପଡ଼ାବାସୀ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସେଲେଡି ପଞ୍ଚାୟତର ତୁଲୁଣ୍ଡୁପାଲି ଝରାପଡାର ୨୪ ଗୋଟି ଭୂମିହୀନ ଆଦିବାସୀ ପରିବାର ସକାଳୁ ସେମାନେ ତାଙ୍କ ଗାଁରୁ ଚାଲି ଚାଲି ଆସି ଜିଲ୍ଲାପାଳଙ୍କୁ ସାକ୍ଷାତ କରିବା ସହ ରହିବା ପାଇଁ ଜମି ଖଣ୍ଡିଏ ଲେଖାଏଁ ଯୋଗାଇ…
Read More...

ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ସଚିବଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ରାଜ୍ୟ ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ କମିଶନର ଏସ୍ ଏନ ଗିରିଶ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରିଥିଲେ । ଏହି ଅବସରରେ ସେ ସୋନପୁର ପଞ୍ଚାୟତ ସମିତି ଅନ୍ତର୍ଗତ କଳାପଥର ଗ୍ରାମ ପଞ୍ଚାୟତର ନନ୍ଦନମାଲ ଠାରେ ନିର୍ମାଣାଧୀନ ୱାଟର ଟ୍ରିଟମେଣ୍ଟ…
Read More...

କୃତୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟା ବିକାଶ ସମ୍ବଲପୁର ପକ୍ଷରୁ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ପିପିଲିପାଲି ସ୍ଥିତ ବିଶ୍ଵ ଭାରତୀ ଚିନ୍ତନ ଶିକ୍ଷା ନିକେତନରେ ବିକାଶ ଏପ୍ଟିଚିୟୁଟ (ଜ୍ଞାନ କୌଶଳ) ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ସ୍କୁଲର ୧୦ ଜଣ କୃତି ଛାତ୍ରଛାତ୍ରୀ ଓ ଦଶମ ଶ୍ରେଣୀର ସାତ ଜଣ କ୍ଲାସ ଟିଚର୍‌ଙ୍କୁ…
Read More...

ଦୁର୍ଘଟଣା ଜନିତ ଶୂନ ମୃତାହତ ପକ୍ଷ ପାଳନ ନେଇ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ରାଜ୍ୟ ପରିବହନ ବିଭାଗ ପ୍ରମୁଖ ସଚିବଙ୍କ ନିର୍ଦେଶ କ୍ରମେ ସମଗ୍ର ରାଜ୍ୟରେ ନଭେମ୍ବର ୧୬ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁର୍ଘଟଣା ଜନିତ ଶୂନ ମୃତାହତ ପକ୍ଷ ପାଳନ କରାଯାଉଛି । ଏହି ଅବସରରେ ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ…
Read More...

ବିଦ୍ୟା ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ପକ୍ଷରୁ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଆଇଡିଏଲ ପବ୍ଲିକ ସ୍କୁଲରେ ବିକାଶ ଏପ୍ଟିଚିୟୁଟ (ଜ୍ଞାନ କୌଶଳ) ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ୧୩ ଜଣ କୃତି ଛାତ୍ରଛାତ୍ରୀଙ୍କୁ ମାନପତ୍ର ପ୍ରଦାନ ପୂର୍ବକ ସମ୍ୱର୍ଦ୍ଧିତ କରାଯାଇଥିଲା । ବିଦ୍ୟା ବିକାଶ ଅନୁଷ୍ଠାନ, ଶାସନ, ସମ୍ବଲପୁର…
Read More...