Browsing Tag

subarnapur news

ଜିଲ୍ଲାସ୍ତରୀୟ ବିଶ୍ୱ ବୟୋବୃଦ୍ଧ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ତାଲିମ କେନ୍ଦ୍ର ପ୍ରକୋଷ୍ଠରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଇନଚାର୍ଜ ଡା. ରମେଶ ଚନ୍ଦ୍ର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ବିଶ୍ୱ ବୟୋବୃଦ୍ଧ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା
Read More...

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲା ପ୍ରଶାସନ, ସୁବର୍ଣ୍ଣପୁର ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ସୁବର୍ଣ୍ଣପୁରର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ନୂତନ ଟାଉନ୍ ହଲ୍, ସୋନପୁରଠାରେ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ
Read More...

ରାଜସ୍ୱ ଅମଲା ସଙ୍ଘ, ସୁବର୍ଣ୍ଣପୁରର ନୂତନ ଜିଲ୍ଲା କର୍ମକର୍ତା ଓ ଅନ୍ୟାନ ସଭ୍ୟମାନଙ୍କ ଜିଲ୍ଲପାଳଙ୍କ ସହ ସୌଜନ୍ୟମୂଳକ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରାଜସ୍ୱ ଅମଲା ସଙ୍ଘ, ସୁବର୍ଣ୍ଣପୁରର ନୂତନ ଜିଲ୍ଲା କର୍ମକର୍ତା ଓ ଅନ୍ୟାନ ସଭ୍ୟମାନଙ୍କ ଜିଲ୍ଲପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଓ ଆଲୋଚନା ହୋଇଥିଲା । ଜିଲ୍ଲପାଳ କର୍ମଚାରୀଙ୍କ ପ୍ରତି ତାଙ୍କର ଭାବାବେଗ ପ୍ରକାଶ ପୂର୍ବକ
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ହୃଦୟ ଦିବସ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ସ୍ଥାନୀୟ ଜିଲ୍ଲା ତାଲିମ ପ୍ରକୋଷ୍ଠରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଶ୍ୱରଞ୍ଜନ ପତିଙ୍କ ଅଧ୍ୟକ୍ଷତାରେ ବିଶ୍ୱ ହୃଦୟ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ନିରାପଦ ଗର୍ଭପାତ ଦିବସ ପାଳିତ : ୬ ଜଣ ଆଶାକର୍ମୀ ପୁରସ୍କୃତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଏମ୍‌ସିଏଚ୍ ପ୍ରକୋଷ୍ଠରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଶ୍ୱରଞ୍ଜନ ପତିଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତିକ ନିରାପଦ ଗର୍ଭପାତ ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ
Read More...

ବିଶ୍ୱ ପର୍ଯ୍ୟଟନ ଦିବସରେ କୁଇଜ୍ ପ୍ରତିଯୋଗିତା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ ଜିଲ୍ଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ଯୋଜନା ଓ ସମନ୍ୱୟ ବିଭାଗର ସମ୍ମିଳନୀ କକ୍ଷରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ଏଥିରେ ମୁଖ୍ୟ ଅତିଥି ଭାବରେ
Read More...

ଜିଲ୍ଲା ସ୍ଵାସ୍ଥ୍ୟ ସମିତି ପକ୍ଷରୁ ଉପ କାରାଗାର ସୋନପୁରଠାରେ ସ୍ଵାସ୍ଥ୍ୟ ପରୀକ୍ଷା ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଉପ କାରାଗାର ସୋନପୁରଠାରେ ଏକିକୃତ ଏଚ୍‌ଆଇଭି, ସିଫିଲିସ, ଯକ୍ଷ୍ମା ଏବଂ ହେପାଟାଇଟିସ୍ ରୋଗ ଉପରେ ଜେଲ ଏବଂ ସ୍ଵଧାର ଗୃହ ଅନ୍ତେବାସୀଙ୍କୁ ନେଇ ସଚେତନତା ଓ ସ୍ଵାସ୍ଥ୍ୟ ପରୀକ୍ଷା ଶିବିରର ଜିଲ୍ଲାସ୍ତରୀୟ ସମାରୋହ
Read More...

ନାଟକ ସମାଜ ଶୃଙ୍ଖଳାର ପ୍ରମୁଖ ଅସ୍ତ୍ର : ପ୍ରଭୁଦତ୍ତ ରଥ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ଓଡ଼ିଶା ନାଟ୍ୟ ସଂଘର ସ୍ବନକ୍ଷତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ମହାନଦୀ ସାହିତ୍ୟ ସଂସଦ, ଟ୍ରେଣ୍ଡି ଏକାଡ଼େମୀ ଏବଂ ନାଟ୍ ନାଟ୍ୟାନୁଷ୍ଠାନର ମିଳିତ ଉଦ୍ୟମରେ ଆୟୋଜିତ ଉତ୍ସବରେ ସୁବର୍ଣ୍ଣପୁର ଜିଲ୍ଲା ଶାଖାର
Read More...

ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୩ ପାଳନ ପାଇଁ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଆସନ୍ତା ଅକ୍ଟେବର ୧ରେ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୩ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସରକାରଙ୍କ କାର୍ଯ୍ୟସୂଚୀ ଅନୁସାରେ ପ୍ରତ୍ୟେକଟି ବିଷୟ
Read More...

ବୀରମହାରାଜପୁରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ବ୍ଲକ୍‌ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ
Read More...