ଗଜବନ୍ଧ କ୍ଲଷ୍ଟରସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର କୁମାର ପୁରୋହିତଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ!-->…
Read More...
Read More...