Browsing Tag

subarnapur news

ବିଶିମୁଣ୍ଡା ସମବାୟ ସମିତିର ନିର୍ଦ୍ଦେଶକ ରଣବୀର ମହାନନ୍ଦଙ୍କ ବିୟୋଗ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବ୍ଲକ ବିଶିମୁଣ୍ଡା ପଞ୍ଚାୟତ ସମବାୟ ସମିତିର ନିର୍ଦ୍ଦେଶକ ରଣବୀର ମହାନନ୍ଦଙ୍କ ହଠାତ୍ ବିୟୋଗ ଘଟିଛି । ସେ ବିଜେପି ଯୁବ ନେତା ତଥା ବିଜେପି ଏସସି ସେଲ୍ ଜିଲ୍ଲା ଉପସଭାପତି ଆନନ୍ଦ ମହାନନ୍ଦଙ୍କ ବାପା ଅଟନ୍ତି । ତାଙ୍କ ବିୟୋଗ ଖବର ପ୍ରକାଶ
Read More...

ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦଙ୍କ କମାଲ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସର୍ବଭାରତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା ନିଟ୍‌-୨୦୨୬ରେ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବଡ଼ବଜାରର ପୁଅ ଆଶୀର୍ବାଦ ତ୍ରିପାଠୀ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ସେ ସମଗ୍ର ଭାରତରେ ୧୨୩୭ ତମ ରେଙ୍କ ଅଧିକାର କରି ଜିଲ୍ଲାବାସୀଙ୍କୁ ଗର୍ବିତ
Read More...

ସୋନପୁରରେ ରଥାଯାତ୍ରା ମହସମାରୋହରେ ପାଳିତ

ମାଉସୀ ମନ୍ଦିରରେ ଲାଗିଲା ତିନି ରଥ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରରେ ପବିତ୍ର ରଥଯାତ୍ରା ମହାସମାରୋହରେ ସମ୍ପନ୍ନ ହୋଇଛି । ଶ୍ରୀ ଗୁଣ୍ଡିଚାରେ ଲାଗିଲା ତିନିରଥ । ରାତିରେ ଆଡପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ରଥଯାତ୍ରାରେ ଭକ୍ତ ଓ ଭଗବାନ ଏକାକାର ହୋଇଛନ୍ତି ।
Read More...

ଗଜବନ୍ଧ ଗ୍ରାମର ଦୁଇଭାଇଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟଣା

ପାଣି ଭାବି ପିଇ ଦେଲେ ଛତୁ ଚାଷ ପାଇଁ ବ୍ୟବହୃତ ଫରମାଲିନ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଗଜବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଅପମିଶ୍ରିତ ପାନୀୟ ଯୋଗୁଁ ଦୁଇଭାଇଙ୍କ ମୃତ୍ୟୁ ହୋଇଥିବା ବେଳେ ଏହା ପଛରେ
Read More...

ଆର୍‌ ଏମ୍‌ ଡିଜିଟାଲ ଟିଭି ଉନ୍ମୋଚିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଟାଉନହଲ ଠାରେ ରମେଶ ବସନ୍ତ ଟ୍ରଷ୍ଟ ସୁବର୍ଣ୍ଣପୁର ପ୍ରାୟୋଜିତ ଆର୍ ଏମ୍ ଡିଜିଟାଲ ନାମରେ ଏକ ଟିଭି ନ୍ୟୁଜ୍ ଚାନାଲର ଉଦଘାଟନ ହୋଇଯାଇଛି । ସଂପାଦିକା ପୂର୍ଣ୍ଣିମା ମିଶ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିବା ଉଦଘାଟନୀ ସଭାରେ ମୁଖ୍ୟ ଅତିଥି
Read More...

ଜିଲ୍ଲା ସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସୁବର୍ଣ୍ଣପୁର ପକ୍ଷରୁ ଜିଲ୍ଲା ସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷାରାଣୀ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବିଶେଷ ଅତିଥି
Read More...

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ପଣ୍ଡିତ ଗୋପବନ୍ଧୁ ଶ୍ରାଦ୍ଧୋତ୍ସବ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧୋତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । 'ପଛ ଘୁଞ୍ଚା ନାହିଁ ବୀରର ଜାତକେ, ନମରେ ସେ କେବେ ପରାଣ ଆତଙ୍କେ….' ଉତ୍କଳମଣି ପଣ୍ଡିତ
Read More...

ସୁବର୍ଣ୍ଣପୁରରେ ଓଜେୟୁର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ବିଧାୟକ ତଥା ସୁବର୍ଣ୍ଣପୁର ଜିଲ୍ଲା
Read More...

ପାପୁନକୁ ଚିକିତ୍ସା ପାଇଁ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମଉଳିମୁଣ୍ଡା ଗ୍ରାମର ବାସିନ୍ଦା ବାବୁଲାଲ କର୍ଣ୍ଣଙ୍କ ଦ୍ୱିତୀୟ ପୁତ୍ର ପାପୁନ କର୍ଣ୍ଣଙ୍କ ବାସଭବନକୁ ଯାଇ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର
Read More...

ଯୁବକଙ୍କୁ ହତ୍ୟା ପରେ ବୁଦାରେ ଫିଙ୍ଗି ଦେଲେ ଦୁର୍ବୃତ୍ତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଲାସାରି ଗାଁ ନିକଟରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଥିଲା । ଦୁର୍ବୃତ୍ତମାନେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ତାଙ୍କ ମୃତଦେହକୁ ଏକ ବୁଦାରେ ଫିଙ୍ଗି ଦେଇଥିବା ଜଣାପଡ଼ିଥିଲା
Read More...