ରାମେଶ୍ୱର ଇଣ୍ଡୋର ଷ୍ଟାଡିୟମ ଠାରେ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ
ସୁବର୍ଣ୍ଣପୁର, (ରାଜକିଶୋର ତ୍ରିପାଠୀ) : ସ୍ଥାନୀୟ ରାମେଶ୍ୱର ଇଣ୍ଡୋର ଷ୍ଟାଡିୟମ ଠାରେ ଏକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ବୟସ ବର୍ଗ ନିର୍ବିଶେଷରେ ଏହି ପ୍ରତିଯୋଗିତାରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର!-->…
Read More...
Read More...