ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ
ସୋନପୁର/ତରଭା : ସୋନପୁର ରେଞ୍ଜ ବ୍ରାହ୍ମଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି । ମୃତ ବ୍ୟକ୍ତି ଜଣକ ବ୍ରାହ୍ମଣୀ ଗାଁର ଯଦୁନାଥ ସୁନା (୭୦) ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ସୋମବାର ରାତିରେ ଯଦୁନାଥ ନିକଟସ୍ଥ ତେଲନଦୀକୁ ଶୌଚ ପାଇଁ ଯାଇଥିଲେ ।!-->…
Read More...
Read More...