୧୮ତମ ପାତାଳୀ ମହୋତ୍ସବର ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ପାଇଁ ପାତାଳୀ ମହୋତ୍ସବ ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ବିଧାୟକ ପଦ୍ମନାଭ!-->…
Read More...
Read More...