ଜିଲ୍ଲାସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲାସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ!-->…
Read More...
Read More...