ଗଡିଆଠାରେ ଜିଲ୍ଲାପାଳଙ୍କ ଦ୍ଵାରା ଜୟ ଜଗନ୍ନାଥ ଛତୁ ଉତ୍ପାଦନ ଓ ତାଲିମ କେନ୍ଦ୍ର ଉଦ୍ଘାଟିତ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଦ୍ଵାରା ସୋନପୁର ବ୍ଲକର ଗଡିଆଠାରେ ଏକ୍ସନ୍ ଏଡ୍ ଏସୋସିଏନ ଭୁବନେଶ୍ଵର ସହାୟତାରେ ଏବଂ ସ୍ଵେଚ୍ଛାସେବୀ ଅନୁଷ୍ଠାନ ରେଆରର ସହଯୋଗିତାରେ ୧୦ ଜଣ ଏକାକୀ ମହିଳାଙ୍କୁ ନେଇ ପରିଚାଳିତ ହେଉଥିବା ଜୟ ଜଗନ୍ନାଥ ଛତୁ!-->…
Read More...
Read More...