ସୁବର୍ଣ୍ଣପୁରରେ ଜାତୀୟ ମତଦାତା ଦିବସ ପାଳିତ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଜାତୀୟ ସଙ୍ଗୀତ ଗାନ ପରେ ସମସ୍ତ ମତଦାତାଙ୍କୁ ସଂକଳ୍ପ!-->…
Read More...
Read More...