Browsing Tag

subarnapur news

ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ 9ଟି…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା. 21/04/22ରେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ବ୍ଲକ ର 09ଟି ବ୍ୟବସ୍ଥିତ ଟିକା କେନ୍ଦ୍ରରେ 18 ରୁ ଉର୍ଦ୍ଧ ବୟସ ର ହିତାଧିକାରୀଙ୍କ ସହ ଏଚସିଡବ୍ଲୁ /ଏଫ ଏଲ ଡବ୍ଲୁ ଏବଂ 60 ବର୍ଷ ରୁ
Read More...

ସ୍ଵାସ୍ଥ୍ୟସେବାକୁ ଗ୍ରାମାଭିମୁଖୀ କରିବାରେ ସ୍ଵାସ୍ଥ୍ୟମେଳାର ଭୂମିକା ପ୍ରଶଂସନୀୟ

ଚିକିତ୍ସିତ ହେଲେ ୧୦୩୯ ରୋଗୀଲାଗିଲା ସ୍ଵାସ୍ଥ୍ୟ ସଚେତନତା ଷ୍ଟଲପ୍ରଦର୍ଶିତ ହେଲା ସ୍ଵାସ୍ଥ୍ୟ ସଚେତନତାଧର୍ମୀ ନାଟକ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ତଥା ଜିଲ୍ଲା ସ୍ଵାସ୍ଥ୍ୟ ସମିତିର ସହାୟତାରେ ଲଛିପୁର ଠାରେ ଏକ ବ୍ଲକସ୍ତରୀୟ
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଧର୍ମଶାଳା ଜୁନିୟର ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମ ସୁରକ୍ଷା ତଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନୀ ସଭାରେ କେସନ୍ ଜଗଦଲା, ମୁଣ୍ଡୋଘାଟର ନବ ନର୍ବାଚିତ ସରପଂଚ
Read More...

ତାତିରୁ ମୁକ୍ତି ପାଇଁ ସୁବର୍ଣ୍ଣପୁରରେ ନୀରବ ଶୋଭାଯାତ୍ରା

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାରେ କ୍ରମାଗତ ତାପମାତ୍ରା ବୃଦ୍ଧିକୁ ନେଇ ମହାନଦୀ ଓ ତେଲନଦୀର ସଂଗମସ୍ଥଳି ନିକଟ ଖଇରମାଲଠାରେ ବ୍ୟାରେଜ ନିର୍ମାଣ ଏବଂ ବ୍ୟାପକ ବନୀକରଣ ଦାବୀରେ ଆଜି ୧୫ଟି ସାମାଜିକ ସଂଗଠନ ପକ୍ଷରୁ ନୀରବ ଶୋଭାଯାତ୍ରା ସହ ମୁଖ୍ୟମନ୍ତ୍ରୀଙ୍କ
Read More...

ପ୍ରଖ୍ୟାତ କଣ୍ଠଶିଳ୍ପୀ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ସ୍ମୃତିରେ ଶ୍ରଦ୍ଧାଂଜଳି ସଭା

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ମହାନଦୀ ସାହିତ୍ୟ ସଂସଦ ପ୍ରେକ୍ଷାଳୟରେ ଓଡ଼ିଶାର ବରେଣ୍ୟ କଣ୍ଠଶିଳ୍ପୀ ସଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ଶ୍ରଦ୍ଧାଂଜଳି ସଭାରେ ଅନୁଷ୍ଠାନର ଉପସଭାପତି ଡକ୍ଟର
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟି ଅଞ୍ଚଳର ବ୍ୟବସ୍ଥିତ ୧୩ଟି କେନ୍ଦ୍ରରେ ୧୮ରୁ ଅଧିକ…

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୩୩ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୨୦ ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୧୩୮ ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କୋଭିଡ କଟକଣା ହେତୁ ଦୀର୍ଘ ଦିନରୁ ସ୍ଥଗିତ ରହିଥିବା ଯୁଗ୍ମ ଅଭିଯୋଗ ଶୁଣାଣି ପୁନର୍ବାର ପୂର୍ବପରି ଚାଲୁ ହୋଇଛି । ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟି ଅଞ୍ଚଳର ବ୍ୟବସ୍ଥିତ ୧୮ଟି କେନ୍ଦ୍ରରେ ୧୮ରୁ ଅଧିକ…

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ୨୦ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ପୋଲିସ ଓ ପରିବହନ ବିଭାଗ ତରଫରୁ ରାତ୍ରିକାଳୀନ ସ୍ୱତନ୍ତ୍ର ଯାଞ୍ଚ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ପରିବହନ କମିଶନରଙ୍କ ନିର୍ଦେଶାନୁଯାୟୀ ଗତକାଲି ରାତ୍ରିରେ ସୁବର୍ଣ୍ଣପୁର ଜିଲ୍ଲାରେ ମଦ୍ୟପାନ କରି ଗାଡି ଚଳାଇବା ଉପରେ ପୋଲିସ ଅଧିକାରୀଙ୍କ ସହ ପରିବହନ ବିଭାଗ କର୍ମଚାରୀଙ୍କ ସ୍ୱତନ୍ତ୍ର ମିଳିତ ଯାଞ୍ଚ କରାଯାଇଥିଲା । ଏହି ସ୍ୱତନ୍ତ୍ର
Read More...

ଜିଲ୍ଲାସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲାସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ
Read More...