ନାଇକେନପାଲିରେ ଜାତୀୟ ନିରାପଦ ମାତୃତ୍ଵ ଦିବସ ପାଳିତ
ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ବ୍ଲକସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ ପାଳିତ ହୋଇଯାଇଛି । ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ଏହି ପାଳନତ୍ସୋବରେ ଯୋଗ ଦେଇ ଉପସ୍ଥିତ ଗର୍ଭବତୀ ମହିଳାଙ୍କୁ ନିରାପଦ!-->…
Read More...
Read More...