ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପରିପ୍ରେକ୍ଷୀରେ ଶପଥ ପାଠ ଗ୍ରହଣ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତଥା ଦୁର୍ନୀତି ନିବାରଣ ବିଭାଗ ଆନୁକୂଲ୍ୟରେ ବିନିକା ବ୍ଲକ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ!-->…
Read More...
Read More...