Browsing Tag

subarnapur news

ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ କୃତି ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବାର୍ହା କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପଣ୍ଡକିଟାଲଠାରେ ଅନୁଷ୍ଠିତ ଗଣିତ ବିଷୟ ଅଭିବୃଦ୍ଧି ପ୍ରଶିକ୍ଷଣ ଶିବିରରେ କୃତି ଶିକ୍ଷକମାନଙ୍କୁ ଡୁଙ୍ଗୁରିପାଲି ସହଶିକ୍ଷା ଅଧିକାରୀ…
Read More...

ଭୀମ ଭୋଇ ସମାଧୀପୀଠ ଖଲିଆପାଲିଠାରେ ଆୟୋଜିତ ହେବାକୁ ଥିବା ମାଘ ମେଳା ୨୦୨୪ ନିମନ୍ତେ ପ୍ରସ୍ତୁତି ବୈଠକ

ଫେବୃୟାରୀ ୨୧ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନ ହେବ ମେଳା ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ମାଘ ମେଳା ୨୦୨୪ର ପ୍ରସ୍ତୁତି ବୈଠକ ଶ୍ରୀମତୀ ଅଞ୍ଚଳିନା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…
Read More...

ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା ଉତ୍ସବ ନିମିତ୍ତ ପ୍ରସ୍ତୁତି ବୈଠକ : ସମ୍ବର୍ଦ୍ଧିତ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା ଉତ୍ସବ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଲୀନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା…
Read More...

ବିନିକା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୯୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ଓ ଆରକ୍ଷୀ ଅଧିକ୍ଷକ ୟଶ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ…
Read More...

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅବହେଳା ପ୍ରତିବାଦରେ ଘଣ୍ଟ ଶୋଭାଯାତ୍ରା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ୭୫% କେନ୍ଦ୍ରୀୟ ଅନୁଦାନରେ ୧୩ ବର୍ଷ ପରେ ନିର୍ମିତ ହୋଇଥିବା ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ର କୋଠା ୬ ମାସ ଆଗରୁ ନିର୍ମାଣ କାର୍ଯ୍ୟ ସମାପ୍ତ ପରେ ମଧ୍ୟ ଉଦ୍‌ଘାଟନ ହେଉନଥିବା ପ୍ରତିବାଦରେ ଘଣ୍ଟ ପିଟି ପ୍ରତିବାଦ କରାଯାଇଛି । ପୁରୁଣା ଡାକ୍ତରଖାନାରେ ମଧ୍ୟ ଏକ…
Read More...

ଡୁଙ୍ଗୁରିପାଲିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଡାୟାଲିସିସ୍ କେନ୍ଦ୍ର ଉଦ୍‌ଘାଟିତ

ଜିଲ୍ଲାର ଗରିବ କିଡ଼୍‌ନୀ ରୋଗୀ ଉପକୃତ ହେବେମାଗଣାରେ ମିଳିବ ଡାୟାଲିସିସ୍ ଚିକିତ୍ସାସେବାସମସ୍ତଙ୍କ ଜୀବନ ହେଉଛି ମୂଲ୍ୟବାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସମଗ୍ର ରାଜ୍ୟରେ ବିଭିନ୍ନ ବର୍ଗର କିଡ଼୍‌ନୀ ରୋଗୀମାନଙ୍କୁ ମାଗଣାରେ ଡାୟାଲିସିସ୍ ସୁବିଧା ଯୋଗାଇ ଦେବାପାଇଁ ଗତକାଲି…
Read More...

ପୂର୍ବକାଳର ଶୈଳୀରେ ମଂଚସ୍ଥ ହେଲା ଗୀତିନାଟ୍ୟ ଲକ୍ଷ୍ମୀପୁରାଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଟ୍ରେଣ୍ଡି ଏକାଡ଼େମୀ, ମା' କଳାପାଟ କ୍ଲବ, ପାଣିସିଆଳି ଓ ଜିଲ୍ଲା ସଂସ୍କୃତି ପରିଷଦ, ସୁବର୍ଣ୍ଣପୁରର ମିଳିତ ଉଦ୍ୟମରେ ସୁବର୍ଣ୍ଣପୁରର ନୂଆଁ ଟାଉନ୍‌ ହଲ୍‌ରେ ମଂଚସ୍ଥ ହୋଇଯାଇଛି…
Read More...

ମହିଳାମାନଙ୍କ ପାଇଁ ଆଇନଗତ ସଚେତନତା ଉପରେ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲା ପଞ୍ଚାୟତ ପ୍ରଶିକ୍ଷଣ ସଭାଗୃହଠାରେ ସ୍ୱାତୀ ଅନୁଷ୍ଠାନ ପକ୍ଷରୁ ତଥା ୟୁଏସ୍‌ କଂସୁଲେଟ ଜେନେରାଲ ହାଇଦ୍ରାବାଦ ସହାୟତାରେ ମହିଳାମାନଙ୍କ ପାଇଁ ଆଇନଗତ ସଚେତନତା ଉପରେ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…
Read More...

ବିକଶିତ ଭାରତ ଗଠନରେ ଯୁବାବର୍ଗର ଭୂମିକା ଅନସ୍ୱୀକାର୍ଯ୍ୟ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟର ନେହେରୁ ଯୁବ କେନ୍ଦ୍ର ସୁବର୍ଣ୍ଣପୁର ଶାଖା ଓ ମାନବ ସେବା ଫାଉଣ୍ଡେସନ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାର ଲଛିପୁର ଗ୍ରାମ ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟଠାରେ ଜାତୀୟ ଯୁବ ଦିବସ - ୨୦୨୪ ପାଳିତ…
Read More...

ସୁବର୍ଣ୍ଣପୁର ଜିଲ୍ଲାରେ “ନୂଆ-ଓ” କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଓ ଜିଲ୍ଲା ପ୍ରଶାସନ, ସୁବର୍ଣ୍ଣପୁରଙ୍କ ମିଳିତ ଆନୁକୂଲ୍ୟରେ ସୁବର୍ଣ୍ଣପୁର ଜିଲ୍ଲାରେ “ନୂଆ-ଓ” କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ତା ୦୬.୦୧.୨୦୨୪ ରିଖଠାରୁ ତା…
Read More...