Browsing Tag

subarnapur news

ଆଦିବାସୀ ନୃତ୍ୟ, ସଂଗୀତର ରାଜ୍ୟସ୍ତରୀୟ ମହାପାର୍ବଣ ଡଙ୍ଗର ମହୋତ୍ସବ – ୨୦୨୨ ଉଦ୍‌ଘାଟିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଦିବାସୀ ନୃତ୍ୟ, ସଂଗୀତ ମହୋତ୍ସବର ରାଜ୍ୟସ୍ତରୀୟ ମହାପାର୍ବଣ "ଡଙ୍ଗର ମହୋତ୍ସବ - ୨୦୨୨" ସୁବର୍ଣ୍ଣପୁର ଗାନ୍ଧୀ ପଡିଆସ୍ଥିତ ଫକୀର ପଟ୍ଟନାୟକ ମୁକ୍ତମଂଚରେ ଉଦ୍‌ଘାଟିତ ହୋଇଯାଇଛି । ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ,
Read More...

ସୁବର୍ଣ୍ଣପୁରର ଭୀମଭୋଇ କଳା ମଣ୍ଡପଠାରେ ପଏଁରୀ ତିହାର – ୨୦୨୨ ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ଭୀମଭୋଇ କଳା ମଣ୍ଡପଠାରେ ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ ପଏଁରୀ ତିହାର୍ - ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଲଡୁକିଶୋର ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ, ଦୂରଦର୍ଶନ
Read More...

ନାଟ୍ୟଚକ୍ର ପକ୍ଷରୁ ସୁବର୍ଣ୍ଣପୁରଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ଅଗ୍ରଣୀ ନାଟ୍ୟାନୁଷ୍ଠାନ ନାଟ୍ୟଚକ୍ର ପକ୍ଷରୁ ଆଜି "ବିଶ୍ୱ ନାଟ୍ୟ ଦିବସ" ସହ ନାଟ୍ୟଚକ୍ରର ସ୍ୱନକ୍ଷତ୍ର ଦିବସ ସଂସ୍କୃତି ଭବନ ପ୍ରେକ୍ଷାଳୟରେ ପାଳିତ ହୋଇଯାଇଛି । ନାଟ୍ୟଚକ୍ରର ପ୍ରତିଷ୍ଠାତା ମନୋଜ ବାରିକଙ୍କ ସଂଯୋଜନାରେ ଅନୁଷ୍ଠିତ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିର ବ୍ୟବସ୍ଥିତ ୧୫ଟି କେନ୍ଦ୍ରରେ ୧୮ରୁ ଅଧିକ…

୧୨ ବର୍ଷରୁ ୧୪ବର୍ଷ ନିମନ୍ତେ ୦୬ଟି କେନ୍ଦ୍ରରେ (କୋର୍ବେଭାକ୍ସ) ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର
Read More...

ସହକାରୀ କୃଷି ଅଧିକାରୀଙ୍କ ବିୟୋଗ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ସହର ଗୋକର୍ଣ୍ଣେଶ୍ୱର ପଡ଼ା ନିବାସୀ ତାପସ ରଞ୍ଜନ ପଣ୍ଡା ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକରେ ସହକାରୀ କୃଷି ଅଧିକାରୀ ଭାବରେ କାର୍ଯ୍ୟ କରୁଥିଲେ । ସେ କାମଳ (ଜଣ୍ଡିସ) ରୋଗରେ ଆକ୍ରାନ୍ତ ହୋଇ ୨୦ ଦିନ ତଳେ ଭୁବନେଶ୍ୱର ସ୍ଥିତ ସମ ଅଲଟିମେଟ
Read More...

କାର୍ଯ୍ୟସ୍ଥଳୀରେ ମହିଳାଙ୍କୁ ଯୌନ ନିର୍ଯାତନାର ପ୍ରତିରୋଧ, ନିଷେଧାଦେଶ ଏବଂ ନିବାରଣ ଆଇନ -୨୦୧୩ ନିମନ୍ତେ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଏକ ତାଲିମ କାର୍ଯ୍ୟକ୍ରମ "କାର୍ଯ୍ୟସ୍ଥଳୀରେ ମହିଳାଙ୍କୁ ଯୌନ ନିର୍ୟାତନାର ପ୍ରତିରୋଧ, ନିଷେଧାଦେଶ ଏବଂ ନିବାରଣ ଆଇନ -୨୦୧୩" ଅନୁଷ୍ଠିତ
Read More...

ଝସକେତନ ବଘାର ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଭାବେ ନିର୍ବାଚିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପଦରେ ଆଜି ବିଜେଡିର ଝସକେତନ ବଘାର ନିର୍ବାଚିତ ହୋଇଛନ୍ତି । ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ପରିଚାଳନାରେ ଅନୁଷ୍ଠିତ ନିର୍ବାଚନୀ ବୈଠକରେ ଉଲୁଣ୍ଡା ବ୍ଲକରୁ ନିର୍ବାଚିତ
Read More...

ଦରଦାମ ବୃଦ୍ଧିକୁ ନେଇ ଜନ ଆନ୍ଦୋଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ରୋକିବା ଦାବୀରେ ଆଜି ସୁବର୍ଣ୍ଣପୁରଠାରେ ବସ୍ତି ବାସିନ୍ଦା ସୁରକ୍ଷା ମଂଚ ପକ୍ଷରୁ ଏକ ପ୍ରତିବାଦ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଦିନକୁ ଦିନ ବଢିବଢି ଚାଲିଥିବା ଦରଦାମ ବୃଦ୍ଧି ସହ ନିତ୍ୟ ବ୍ୟବହାର୍ଯ୍ୟ ଜାଳେଣି
Read More...

ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଭାବେ ଶପଥ ଗ୍ରହଣ କଲେ ଝସକେତନ ବଘାର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ପଦବୀ ନିମନ୍ତେ ନିର୍ବାଚନ ସ୍ଥାନୀୟ ଜିଲ୍ଲା ପରିଷଦ ସଭା କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ତଥା ପ୍ରାଧିକୃତ ନିର୍ବାଚନ ଅଧିକାରୀ ସୂର୍ଯ୍ୟନାରାୟଣ ଦାଶ, ଓ.ପ୍ର.ସେ. (ଏସ୍.ଏ.ଜି)ଙ୍କ ଅଧ୍ୟକ୍ଷତାରେ ନିର୍ଦ୍ଧାରିତ
Read More...

ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତିରେ ସୁବର୍ଣ୍ଣପୁର ପ୍ରଶାସନ ତରଫରୁ ଆଲୋଚନାଚକ୍ର

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଆଜି ସୁବର୍ଣ୍ଣପୁରଠାରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଜାଦୀ କା ଅମୃତ ମହୋତ୍ସବକୁ ନେଇ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ
Read More...