Browsing Tag

subarnapur news

ମହିମା ବୃଦ୍ଧାଶ୍ରମ ଝିଙ୍କି ଠାରେ ବିଶ୍ୱ ଶ୍ରବଣ ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ମହିମା ବୃଦ୍ଧାଶ୍ରମ ଝିଙ୍କି ସଦର ମହକୁମା ସୁବର୍ଣ୍ଣପୁରଠାରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଆନୁକୁଲ୍ୟରେ ବିଶ୍ୱ ଶ୍ରବଣ ଦିବସ ପାଳିତ ହୋଇଯାଇଛି । ସେବାଶ୍ରମର ବରିଷ୍ଠ ନାଗରିକ ତଥା ଭିନ୍ନକ୍ଷମ ମାନଙ୍କୁ ନେଇ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ମୁଖ୍ୟ
Read More...

ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମର ଦ୍ଵିତୀୟ ପ୍ରସ୍ତୁତି…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାରେ ମାର୍ଚ୍ଚ ୭ରୁ ୧୬ ମାର୍ଚ୍ଚ ପର୍ଯ୍ୟନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି । ଏହାକୁ ସଫଳ କରିବା ନିମନ୍ତେ ଆଜି
Read More...

ସାମାଜିକ ଅନୁଷ୍ଠାନ ରେଆର୍‌ର ୨୮ତମ ପ୍ରତିଷ୍ଠା ଦିବସ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ରେଆର୍ ବା ଗ୍ରାମୀଣ ସମୃଦ୍ଧି ଗବେଷଣା ପ୍ରତିଷ୍ଠାନର ୨୮ତମ ବାର୍ଷକ ସମାରୋହ ଏନ୍‌ଜିଓସିସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ରେଆର୍ର ସଭାପତି ସଚ୍ଚିଦାନନ୍ଦ ସାହୁଙ୍କ ପୌରହିତ୍ୟ ଏବଂ
Read More...

ସନ୍ଥକବି ଭୀମଭୋଇଙ୍କ ୧୨୭ତମ ଶ୍ରାଦ୍ଧ ଉତ୍ସବ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଶୂନ୍ୟବ୍ରହ୍ମ ଉପାସନାର ପ୍ରମୁଖ ଉପାସକ ତଥା ସନ୍ଥକବି ଭୀମଭୋଇଙ୍କ ୧୨୭ତମ ଶ୍ରାଦ୍ଧ ଦିବସ ସୁବର୍ଣ୍ଣପୁର ଠାରେ ପାଳିତ ହୋଇଯାଇଛି । ଜିଲ୍ଲାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ ପକ୍ଷରୁ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିରେ ବ୍ୟବସ୍ଥିତ ୨୨ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବୀରମହାରାଜପୁର, ଉଲୁଣ୍ଡା, ବିନିକା, ତରଭା,
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିରେ ବ୍ୟବସ୍ଥିତ ୧୨ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବୀରମହାରାଜପୁର, ଉଲୁଣ୍ଡା, ବିନିକା, ତରଭା,
Read More...

ଶୈବ ସଂସ୍କୃତିର ପ୍ରମୁଖ ପୀଠ ସୁବର୍ଣ୍ଣପୁରରେ ଆଜି ମହା ଶିବରାତ୍ରି

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଓଡିଶାର ପ୍ରମୁଖ ଶୈବପୀଠ ତଥା ସଂସ୍କୃତିର ମାଟି ସୁବର୍ଣ୍ଣପୁର ଜିଲ୍ଲାର ଶତାଧିକ ଶିବ ମନ୍ଦିରରେ ଆଜି ପବିତ୍ର ମହା ଶିବରାତ୍ରି ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହେଉଛି । ସ୍ୱର୍ଣ୍ଣ ପ୍ରୟାଗ ସୁବର୍ଣ୍ଣପୁରର ବାବା ସୁବର୍ଣ୍ଣମେରୁ, ବାବା ରାମେଶ୍ୱର,
Read More...

୩୩ ବର୍ଷ ଧରି ସ୍ୱର୍ଣ୍ଣ ପ୍ରୟାଗର ରାମେଶ୍ୱର ମନ୍ଦିର ଯଜ୍ଞ ମଣ୍ଡପରେ ସମୂହ ବ୍ରତ ପନୋୟନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ତ୍ରିବେଣୀ ସଂଗମ ରାମେଶ୍ୱରର ମନ୍ଦିରର ଯଜ୍ଞ ମଣ୍ଡପରେ ଆଜି ପଶ୍ଚିମ ଓଡିଶା ସ୍ତରୀୟ ସାମୂହିକ ବ୍ରତ ପନୋୟନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁରର ଧର୍ମ ପରାୟଣ ତଥା ବିଶିଷ୍ଟ ସମାଜସେବୀ ଶ୍ରୀବତ୍ସ ମଲ୍ଲିକଙ୍କ ଦ୍ୱାରା ଆୟୋଜିତ
Read More...

ସୁବର୍ଣ୍ଣପୁର ତାଇକଣ୍ଡୋ କ୍ରୀଡାବିତମାନଙ୍କ ଜାତୀୟ ସ୍ତରରେ ସଫଳତା : ୪ ସ୍ୱର୍ଣ୍ଣ ଏବଂ ୩ ରୋପ୍ୟ ପଦକ ହାସଲ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ କ୍ରୀଡାବିତ୍‌ମାନଙ୍କ ଆଉ ଏକ ଚମକପ୍ରଦ ପ୍ରଦର୍ଶନ ଦେଖିବାକୁ ମିଳିଛି । ଷଷ୍ଠ ଜାତୀୟ ମାର୍ସଲ ଆର୍ଟ ଗେମ୍ସରେ ଜିଲ୍ଲାର କ୍ରୀଡାବିତମାନଙ୍କୁ ଏହି ସଫଳତା ମିଳିଛି । ଗୋଆରେ ଅନୁଷ୍ଠିତ ଏହି ସଂଘର୍ଷ ପୂର୍ଣ୍ଣ ମାର୍ସଲ ଆର୍ଟ
Read More...

ଆସନ୍ତା କାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳ ଓ ସୋନପୁର ମ୍ୟୁନିସିପାଲିଟିରେ ବ୍ୟବସ୍ଥିତ ୧୦ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବୀରମହାରାଜପୁର, ଉଲୁଣ୍ଡାବ୍ଲକ
Read More...