ସୁବର୍ଣ୍ଣପୁର ଜିଲ୍ଲାର ୬ଟି ବ୍ଲକରେ ଆସନ୍ତା କାଲିଠାରୁ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ଭୋଟ ଗଣତି
ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲାର ୬ଟି ବ୍ଲକର ୧୦୯ଟି ଗ୍ରା.ପ.ରେ ଅନୁଷ୍ଠିତ ହୋଇଯାଇଥିବା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ଭୋଟ ଗଣତି ଆସନ୍ତା କାଲିଠାରୁ ୨୬, ୨୭ ଓ ୨୮ ତାରିଖ ୩ଦିନ ଧରି ଅନୁଷ୍ଠିତ ହେବ । ଜିଲ୍ଲାର ସମସ୍ତ ୬ଟି ବ୍ଲକ ସୋନପୁର, ବୀରମହାରାଜପୁର,!-->…
Read More...
Read More...