Browsing Tag

subarnapur news

ପ୍ରକଳ୍ପ ରକ୍ଷକ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ କରିବ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ରାଜ୍ୟ ସରକାରଙ୍କ ପରିବହନ ବିଭାଗ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ରକ୍ଷକ ପ୍ରକଳ୍ପ ଦ୍ୱାରା ୩୦ ସପ୍ତାହରେ ୩୦ ଜିଲ୍ଲାରେ ୩୦୦ ମାଷ୍ଟର ଟ୍ରେନର ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ ବ୍ୟକ୍ତି ବିଶେଷଙ୍କୁ ତାଲିମ ପ୍ରଦାନ କରାଯାଇ ଆଗାମୀ ଦିନରେ ରାସ୍ତାରେ
Read More...

ଜଙ୍ଗଲରେ ମାଈ ହାତୀର ମୃତ ଦେହ ଠାବ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜଙ୍ଗଲରେ ଏକ ମାଈ ହାତୀର ମୃତ ଦେହ ଠାବ ହୋଇଥିବା ଖବର ମିଳିଛି । ସୂଚନା ଯୋଗ୍ୟ ଯେ, ସୁବର୍ଣ୍ଣପୁର ଜିଲ୍ଲା ସଦର ରେଞ୍ଜ ବସଲାଟ ଜଙ୍ଗଲରେ ଏକ ମାଈ ହାତୀର ମୃତ ଦେହ ପଡିଥିବା ଶନିବାର ସକାଳୁ ଦେଖିବାକୁ ମିଳିଥିଲା । ଖବର ପାଇବା ପରେ ପଶୁ ସଂପଦ ବିଭାଗ, ବନ
Read More...

ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ରଠାରେ ଜାତୀୟ କୃଷି ଶିକ୍ଷା ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ରର ସମ୍ମିଳନୀ କକ୍ଷରେ "ଜାତୀୟ କୃଷି ଶିକ୍ଷା ଦିବସ" ପାଳିତ ହୋଇଯାଇଛି । ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ, କୃଷି ଅନୁସନ୍ଧାନ ପରିଷଦ ସହାୟତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦେଶର ବିକାଶରେ କୃଷିର ଭୂମିକା,
Read More...

ସୁବର୍ଣ୍ଣପୁରରରେ ଅଲ୍‌ ଓଡିଶା ଜୁନିୟର ଷ୍ଟେଟ୍ ର‍୍ୟାଙ୍କ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ଇନଡୋର୍ ଷ୍ଟାଡିୟମଠାରେ ଅଲ୍‌ ଓଡିଶା ଜୁନିୟର (ଅଣ୍ଡର-୧୯) ଷ୍ଟେଟ୍ ର‍୍ୟାଙ୍କ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆଜି ଉଦଘାଟିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ବ୍ୟାଡମିଣ୍ଟନ ସଂଘ ଏବଂ ଓଡିଶା ବ୍ୟାଡମିଣ୍ଟନ ସଂଘର ମିଳିତ ଆୟୋଜନରେ
Read More...

୬୦ଟି ଗ୍ରାମ ପଞ୍ଚାୟତ ଏବଂ ୧୪ ଗୋଟି ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲେ ସୁବର୍ଣ୍ଣପୁର ଜିଲ୍ଲପାଳ

ବାଲ୍ୟ ବିବାହକୁ ନା ବିଦ୍ୟାଳୟକୁ ହଁ କୁହନ୍ତୁ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ସୁବର୍ଣ୍ଣପୁର ତରଫରୁ ଜିଲ୍ଲାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହକୁ ବନ୍ଦ କରାଯିବା ଉପରେ ଗୁରୁତ୍ୱାରୋପ କରାଯାଉଛି । ଏହି ପରିପ୍ରେକ୍ଷୀରେ
Read More...

ମହଲେ ଗ୍ରାମ ଠାରେ ବିଶ୍ୱ ଏଡ୍‌ସ ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଗୋଷ୍ଠୀ ସ୍ୱାସ୍ଥ୍ୟ ସାଧନା କେନ୍ଦ୍ର ଖରଜୁରା ଅନ୍ତର୍ଗତ ମହଲେ ଗ୍ରାମ ଠାରେ ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି । ଏଥିରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରିଣୀ ଡ଼ା ସଂଗୀତା ଚୌଧୁରୀ, ଅଶୋକ କୁମାର ମିଶ୍ର, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ
Read More...

ଆସନ୍ତା କାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୫୮ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ବିନିକା, ଉଲୁଣ୍ଡା, ସୋନପୁର,
Read More...

ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ଏଡସ ଦିବସ-୨୦୨୧ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ସୁବର୍ଣ୍ଣପୁରଠାରେ ଆଜି ବିଶ୍ୱ ଏଡସ ଦିବସ - ୨୦୨୧ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ପ୍ରଦୀପ କୁମାର ଗୁରୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଚେତନତା
Read More...

ବେନିୟମ ଭାବେ ବାଲି ଚାଲାଣ : ୫୦ ହଜାର ଟଙ୍କା ଜୋରିମାନା ଆଦାୟ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀରୁ ଗୋଟିଏ ଟ୍ରାକ୍ଟର, ରେଜିଷ୍ଟ୍ରେସନ ନମ୍ବର ଓଆର୍‌୩୧-୩୦୧୮କୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ୟ୍ୟ ନାରାୟଣ ଦାଶଙ୍କ ତତ୍ୱାବଧାନରେ ସୋନପୁର ତହସିଲଦାର
Read More...

କଂଗ୍ରେସ କର୍ମୀଙ୍କୁ ବିଜେଡିର ଆକ୍ରମଣ ପ୍ରତିବାଦରେ ସାମ୍ବାଦିକ ସମ୍ମିଳନୀ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ସୁବର୍ଣ୍ଣପୁର ଜ଼ିଲ୍ଲାରେ ଗତ ୨୫ ତାରଖି ଦିନ ହେଲ୍‌ଥ କାର୍ଡ ବଣ୍ଟନର ଶୁଭ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ନିରଞ୍ଜନ ପୁଜାରୀ, ମନ୍ତ୍ରୀ ସୁଶାନ୍ତ ସିଂହ ଓ ମନ୍ତ୍ରୀ
Read More...