Browsing Tag

subarnapur news

ସଡକ ସୁରକ୍ଷା ସଂସଦୀୟ କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଗତକାଲି ଅପରାହ୍ନ ୩ଟା ସମୟରେ ବାଲାଙ୍ଗିର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂ ଦେଓଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷା ସଂସଦୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର
Read More...

ଲୋକ ଯୋଜନା ଅଭିଯାନ-୨୦୨୧ ନିମନ୍ତେ ୨ୟ ସ୍ୱତନ୍ତ୍ର ଜିଲ୍ଲା ପରିଷଦ ବୈଠକ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଲୋକ ଯୋଜନା ଅଭିଯାନ ୨୦୨୧ ନିମନ୍ତେ ୨ୟ ସ୍ୱତନ୍ତ୍ର ଜିଲ୍ଲା ପରିଷଦ ବୈଠକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଉଷା କୁମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା କିଲିଟାରି ସଭାକକ୍ଷରେ ଅନୁଷ୍ଠିତ ବୈଠକରେ ଡ଼ିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ
Read More...

ଓଡିଶା ମୁଖ୍ୟମନ୍ତ୍ରୀଙ୍କ କରକମଳରେ ସୁବର୍ଣ୍ଣପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବିତରଣ…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ କାର୍ଡ ବିତରଣ ଏବଂ ବିଭିନ୍ନ ବିଭାଗର ୬୭ଗୋଟି ଜନକଲ୍ୟାଣକାରୀ ଯୋଜନାର ଶୁଭ ଉଦ୍‌ଘାଟନ କରିବା ସହିତ ୩୫ଟି ନୂତନ
Read More...

ଆୟୁଷକାମିୟମ୍ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଆର୍ୟୁବେଦ ଚିକିତ୍ସା ପ୍ରବିଧି ସହ ସ୍ୱାସ୍ଥ୍ୟକୁ ନେଇ ଏକ ବୌଦ୍ଧିକ…

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆୟୁଷକାମିୟମ୍, ସୁବର୍ଣ୍ଣପୁର ଶାଖା ପକ୍ଷରୁ ଆର୍ୟୁବେଦ ଚିକିତ୍ସା ପ୍ରବିଧି ସହ ସ୍ୱାସ୍ଥ୍ୟକୁ ନେଇ ଏକ ବୌଦ୍ଧିକ କାର୍ଯ୍ୟକ୍ରମ ସ୍ଥାନୀୟ ପାନ୍ଥଶାଳା ପରିସରରେ ଅନୁଷ୍ଠିତ ହୋଇଯାଇଛି । ବେଦିକ୍ ପ୍ରବାଚକ ପଣ୍ଡିତ ବିରେନ୍ଦ୍ର କୁମାର ପଣ୍ଡାଙ୍କ ଦ୍ୱାରା
Read More...

ପୁରୁଷ ବନ୍ଧ୍ୟାକରଣ ପକ୍ଷରେ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ । ଏହି ରଥ ଆଗାମୀ ଆଠ ଦିନ
Read More...

କୁମୁଣ୍ଡେଠାରେ ମା’ ମାହେଶ୍ଵରୀ ସେନା ପକ୍ଷରୁ ରକ୍ତଦାନ ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଳକ ଅନ୍ତର୍ଗତ କୁମୁଣ୍ଡେ ଗ୍ରାମର ପ୍ରାଥମିକ ବିଦ୍ୟାଳୟଠାରେ ମା' ମାହେଶ୍ଵରୀ ସେନା ତରଫରୁ ଗତକାଲି ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ରକ୍ତ ଭଣ୍ଡାରର ସହାୟତା କ୍ରମେ ୨୬ ୟୁନିଟ ରକ୍ତ
Read More...

ସ୍ୱର୍ଣ୍ଣିମ ଭବନ ଉଦଘାଟନ ସମାରୋହ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଈଶ୍ୱରୀୟ ସେବାର ୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣପୁର ଠାରେ ପଶ୍ଚିମ ଓଡିଶାସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ
Read More...

ଆସନ୍ତାକାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୬୫ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ବିନିକା, ଉଲୁଣ୍ଡା, ସୋନପୁର,
Read More...

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ ୱାର୍ଡରୁ ନବଜାତ ଶିଶୁ ଚୋରୀ ହୋଇଥିବା ଅଭିଯୋଗ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ ୱାର୍ଡରୁ ନବଜାତ ଶିଶୁ ଚୋରୀ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ବୀରମହାରାଜପୁର ଉପଖଣ୍ଡ ଷଣ୍ଢା ଗାଁର ଗଜେନ୍ଦ୍ର ତାଣ୍ଡି ନିଜ ପତ୍ନୀ ସଂତୋଷିନୀଙ୍କୁ ପ୍ରସୂତି କାଳୀନ କଷ୍ଟ ହେବାରୁ
Read More...

ଜଗତ କଲ୍ୟାଣ ହିତେ ସଙ୍ଗମ ଆରତି

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ତ୍ରିବେଣୀ ସଂଗମ ସ୍ୱର୍ଣ୍ଣ ପ୍ରୟାଗ ଘାଟରେ ଦ୍‌ଦ୍ୱାଦଶତମ "ସଂଗମ ଆଳତି" ସମାରୋହ ଅନୁଷ୍ଠିତ ହୋଇଯାଇଛି । ନଦୀର ସୁରକ୍ଷା ଓ ପ୍ରବାହିତ ନଦୀ ଜଳର ସ୍ୱଚ୍ଛତା ବାର୍ତ୍ତାରେ ଆୟୋଜିତ ସଂଗମ ଆଳତି ସମାରୋହର ମଣ୍ଡପରେ ଉଦୟମାନ ଚନ୍ଦ୍ରକୁ
Read More...