Browsing Tag

subarnpur news

ହିମାଂଶୁ ତ୍ରିପାଠୀଙ୍କ ବିୟୋଗରେ ସୋନପୁର ଜିଲ୍ଲାରେ ଶୋକର ଲହରୀ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ସମାଜସେବୀ ତଥା ବରିଷ୍ଠ ବିଜେଡି ନେତା ଏଵଂ ଖୁବ୍ ଲୋକପ୍ରିୟ ସାମାଜିକ ବ୍ୟକ୍ତି ହିମାଂଶୁ ତ୍ରିପାଠୀଙ୍କ ଆଜି ଭୋରରୁ ବିୟୋଗ ଘଟିଛି । ଏହା ଜଣାପଡ଼ିବା ପରେ ଶୋକର ଲହରୀ ଖେଳିଯାଇଛି । ଗତ ଶନିବାର ଦିନ ସେ…
Read More...

ଧାତୁକିପାଲିରେ ଗଜବନ୍ଧ କ୍ଲଷ୍ଟରସ୍ତରୀୟ ପ୍ରଥମ ମାସିକ ବୈଠକ

ସୁବର୍ଣ୍ଣପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ଧାତୁକିପାଲି ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ମୋହନ ଚରଣ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ…
Read More...

ମାଉସୀ ମନ୍ଦିରକୁ ପଶିଲା ବର୍ଷା ପାଣି : ଆଗକୁ ରଥଯାତ୍ରା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ସହରର ବଡ଼ବଜାର ଠାରେ ଅବସ୍ଥିତ ବହୁ ପୁରାତନ ନୃସିଂହ ମନ୍ଦିର ଭିତରକୁ ସାମାନ୍ୟ ବର୍ଷାରେ ପଶିଲା ବର୍ଷା ପାଣି । ଗତକାଲି ବର୍ଷାରେ ମନ୍ଦିର ଭିତର ମଣ୍ଡପରେ ଆଣ୍ଠୁଏ ପାଣି ଜମିରହିଛି । ଏନେଇ ଆଜି ଭକ୍ତ ମହଲରେ ଅସନ୍ତୋଷ ଲାଗିରହିଛି ।…
Read More...

ଦୁଲୁକୁଛି ସୁବର୍ଣ୍ଣପୁର : ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ଉଦ୍‌ଘାଟିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଦୁଲୁକୁଛି ସୁବର୍ଣ୍ଣପୁର । ଉଦଘାଟିତ ହୋଇଯାଇଛି "ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ" । ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା' ସୁରେଶ୍ଵରୀଙ୍କ ଠାରେ ପ୍ରଥମେ ପୂଜାର୍ଚ୍ଚନା ଓ ଆବାହନ ପରେ ଉତ୍ସବର ସଫଳତା କାମନା କରି ମା'ଙ୍କ ଠାରୁ ଅଣାଯାଇଥିବା…
Read More...

ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ପ୍ରଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗମ୍ଭାରୀପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ପ୍ରଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଦଳ ବିଶିଙ୍କ ସଭାପତିତ୍ୱରେ…
Read More...

ପଞ୍ଚାୟତ ପିଇଓଙ୍କୁ ମାଡ ମାରିଲେ ଯୁବକ : ଥାନାରେ ଏତଲା

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲାରେ ହୋଇଥିବା ସମାବେଶରେ ଜିଲ୍ଲା ବିଭିନ୍ନ ଅଞ୍ଚଳରୁ ସାଧାରଣ ଲୋକ ଏବଂ ବିଭିନ୍ନ ସ୍ଵଂୟ ସହାୟକ ଗୋଷ୍ଠୀର ମହିଳାମାନେ ସଭାସ୍ଥଳକୁ ପ୍ରଶାସନ ବ୍ୟବସ୍ଥାରେ ଯାଇଥିଲେ । ମାତ୍ର ଘରକୁ ଫେରିବାରେ ବିଳମ୍ୱ ହେବାରୁ ବୀରମହାରାଜପୁର ବ୍ଲକ ମୃଶୁଣ୍ଢି ଗ୍ରାମ…
Read More...

ଭିଜିଲାନ୍ସ ଜାଲରେ ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପ୍ରଧାନ

ସୁବର୍ଣ୍ଣପୁର : ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବୀରମହାରାଜପୁର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପ୍ରଧାନ । ସୂଚନା ଯୋଗ୍ୟ ଯେ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସବସିଡ ଟଙ୍କା ମଞ୍ଜୁର କରିବା ପାଇଁ ୪୫ ହଜାର ଟଙ୍କା ଦେବାକୁ ଦାବି କରିଥିଲେ ସହକାରୀ ମତ୍ସ୍ୟ ଅଧିକାରୀ । ଏନେଇ ୩୦…
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ଜିଲ୍ଲାସ୍ତରରେ ଅପ୍ରେଲ ୧ ତାରିଖ ଠାରୁ ଅପ୍ରେଲ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ପକ୍ଷ ପାଳନର ପ୍ରଥମ…
Read More...

ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ଲଙ୍ଗଲକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ସମସ୍ତ ପରୀକ୍ଷା ସରିଯାଇଛି । ଛାତ୍ରଛାତ୍ରୀମାନେ ଉଚ୍ଚ ବିଦ୍ୟାଳୟକୁ ଯାଇ ନବମ ପଢିବାକୁ ଥିବାରୁ ସେମାନଙ୍କ ବିଦ୍ୟାଳୟ ପ୍ରତି…
Read More...

ଜୁନିଅର ରେଡ଼କ୍ରସ ପରାମର୍ଶଦାତା ତାଲିମ ଶିବିର ଦ୍ୱିତୀୟ ଦିନ ଶିକ୍ଷଣ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଭାରତୀୟ ରେଡ଼କ୍ରସ ସୋସାଇଟି ଓଡ଼ିଶା ରାଜ୍ୟ ଶାଖା ସହାୟତାରେ ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡ଼କ୍ରସ ପରାମର୍ଶଦାତା ତାଲିମ ଶିବିର ଜିଲ୍ଲା ଶିକ୍ଷା ଅଧିକାରୀ ମିନାରାଣୀ ମଙ୍ଗଳଙ୍କ ତତ୍ତ୍ୱାବଧାନରେ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିଏମଶ୍ରୀ ସୁବଳୟା…
Read More...