Browsing Tag

sundargad news

ଜିଲ୍ଲା ସଡ଼କ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆଜି ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସଦ୍‌ଭାବନା ଭବନଠାରେ ଜିଲ୍ଲା ସଡ଼କ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସଡ଼କ ଦୁର୍ଘଟଣା ହ୍ରାସ ଓ ସଡ଼କ ସୁରକ୍ଷା ଉପରେ ଆଲୋଚନା କରାଯାଇଥିଲା । ବୈଠକରେ
Read More...

ବସ୍‌ ଓଲଟି ଜଣେ ମୃତ : ୫ରୁ ଅଧିକ ଗୁରୁତର

ସୁନ୍ଦରଗଡ଼ : କୋଇଲା ଖଣିକୁ ଶ୍ରମିକ ନେଇ ଯାଉଥିବା ବେଳେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌ । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ ଅଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଝାରସୁଗୁଡା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା
Read More...