Browsing Tag

sundargada news

ଜିଲ୍ଲା ନୋଡାଲ ଅଧିକାରୀ ତଥା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ବୈଠକ…

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲାର ନୋଡାଲ ଅଧିକାରୀ ତଥା ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଦୁଇ ଦିନିଆ ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ବିଭିନ୍ନ ପ୍ରକଳ୍ପ, ଯୋଜନା ଆଦିର
Read More...

ଫାଇଲେରିଆ ନିରାକରଣ ଅଭିଯାନ : ସାମୁହିକ ଔଷଧ ସେବନ ନେଇ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ସୁନ୍ଦରଗଡ ଜିଲ୍ଲାର ୧୬ ଗୋଟି ବ୍ଲକରେ ଲିମ୍ଫାଟିକ ଫାଇଲେରିଆସିସ୍ (ଏଲଏଫ) ଦୂରୀକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ (ଏମଡିଏ) ଆୟୋଜିତ ହେବ । ସେ ସମ୍ପର୍କରେ ଆଜି ମୁଖ୍ୟ ଜିଲ୍ଲା
Read More...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ଚଳିତ ବର୍ଷ ମିଳିବ ୪୦ ହଜାର ନିଯୁକ୍ତି

ସୁନ୍ଦରଗଡ଼ : ଓଡ଼ିଶାରେ ଯୁବବର୍ଗଙ୍କ ପାଇଁ ସରକାରୀ ଚାକିରିର ଏକ ବଡ଼ ସୁଯୋଗ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଚଳିତ ବର୍ଷ ରାଜ୍ୟ ସରକାର ଆଉ ୪୦ ହଜାର ସରକାରୀ ଚାକିରି ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମାଝୀ ଘୋଷଣା କରିଛନ୍ତି । ଏକ୍ସ ପୋଷ୍ଟ
Read More...

ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) :ସୁନ୍ଦରଗଡ଼ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକ ସ୍ଥାନୀୟ ସଦଭାବନା ଭବନଠାରେ ଅନୁଷ୍ଠିତ ହୋଇଥିଲା । ବୈଠକରେ
Read More...

ଜଳିଗଲା କୋଇଲା ବୋଝେଇ ଟ୍ରଲର : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ସୁନ୍ଦରଗଡ଼ :ସୁନ୍ଦରଗଡ ଆମ୍ବିଆନସ ନିକଟରେ ଜଳିଗଲା କୋଇଲା ବୋଝେଇ ଟ୍ରଲର । ଟ୍ରଲଟି ହେମଗିରିରୁ କୋଇଲା ବୋଝେଇ କରି ଆସି ଆମ୍ବିଆନସ ହୋଟେଲ ନିକଟରେ ଠିଆ ହୋଇଥିବା ବେଳେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଶୁକ୍ରବାର ସକାଳୁ ବିଜୁ ଏକ୍ସପ୍ରେସ ୱେ ପାଖରେ ଥିବା ଆମ୍ବିଆନସ ହୋଟେଲ ପାଖରେ ଠିଆ
Read More...

ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ସୁନ୍ଦରଗଡ : ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ବାଉରୀମୁଣ୍ଡା ଗାଁ ନିକଟରେ ଥିବା ଏକ ପୋଖରୀରୁ ବୁଧବାର ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି । ସୂଚନା ମୁତାବକ, ବାଉରୀମୁଣ୍ଡା
Read More...

୩୪୫ଟି ପଞ୍ଜୀକୃତ ଅଣସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ (ରୁପ୍‌)କୁ ତାଲିକାରୁ ବାହାର କରିବା ପାଇଁ ଭାରତ ନିର୍ବାଚନ ଆୟୋଗ…

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଅଧ୍ୟକ୍ଷତାରେ ନିର୍ବାଚନ କମିଶନର ଡକ୍ଟର ସୁଖବୀର ସିଂହ ସାନ୍ଧୁ ଏବଂ ଡକ୍ଟର ବିବେକ ଯୋଶୀଙ୍କ ସହ ଭାରତ ନିର୍ବାଚନ ଆୟୋଗ ୩୪୫ଟି ପଞ୍ଜୀକୃତ ଅଣ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ (ରୁପ)ଙ୍କୁ ତାଲିକାରୁ ବାହାର
Read More...

ଚୋରା କୋଇଲା ଖଣିରେ ତଦନ୍ତ : ଭିଜିଲାନ୍ସ ଏସ୍‌ପିଙ୍କ ସହ ୭ ଅଧିକାରୀଙ୍କ ଛାନ୍‌ଭିନ୍

ସୁନ୍ଦରଗଡ : ଚୋରା କୋଇଲା ଖଣିରେ ଭିଜିଲାନ୍ସ ଟିମ୍ । ସୁନ୍ଦରଗଡ଼ ହେମଗିରି ଗୋପାଳପୁର ଫରେଷ୍ଟ ରେଞ୍ଜରେ ଥିବା ବିଭିନ୍ନ ଚୋରା କୋଇଲା ଖଣିର ତଦନ୍ତ କରୁଛି ଏସଆଇଟି ଟିମ୍ । ଏହି ଟିମ୍‌ରେ ଭିଜିଲାନ୍ସ ଏସ୍‌ପିଙ୍କ ସହିତ ରହିଛନ୍ତି ୭ ଜଣ ଅଧିକାରୀ । ହେମଗିରି ତହସିଲଦାର ଓ ବନ ବିଭାଗ ଅଧିକାରୀ
Read More...

ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଟେବୁଲଟପ୍ ଅଭ୍ୟାସ ବୈଠକ ଅନୁଷ୍ଠିତ

ଜରୁରୀକାଳୀନ ପରିସ୍ଥିତିରେ ବିଭାଗୀୟ ସମନ୍ୱୟକୁ ସୁଦୃଢ଼ କରିବା ଉପରେ ଗୁରୁତ୍ଵାରୋପ ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଆଜି ସଦଭାବନା ଭବନଠାରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଏକ ଟେବୁଲଟପ୍ ଅଭ୍ୟାସ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ରବି
Read More...

ରାଜଗାଙ୍ଗପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜଗାଙ୍ଗପୁର ବ୍ଲକଠାରେ ଆଜି ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ଆଜି ମୋଟ
Read More...