ରାଜଗାଙ୍ଗପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜଗାଙ୍ଗପୁର ବ୍ଲକଠାରେ ଆଜି ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ଆଜି ମୋଟ!-->…
Read More...
Read More...