ମର୍ମନ୍ତୁଦ ସଡକ ଦୁର୍ଘଟଣା : ୩ ମୃତ
ସୁନ୍ଦରଗଡ : ସ୍ଥାନୀୟ ଗୋପାଳପୁର ଗାଁ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ବସ୍ ଧକ୍କାରେ ୩ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିତିବା ଜଣାପଡିଛି । ମୃତକମାନେ ହେଲେ ହେମଗିରି ଥାନା ଗୋପାଳପୁର ଗାଁର ରୋହନ ପାଣ୍ଡେ, ଶ୍ୟାମ ଦିଗାଲ ଓ ଓମ ଭୈଶାଲ । ଦୁଇଜଣଙ୍କର!-->…
Read More...
Read More...