Browsing Tag

sundargarh news

ବନ୍ଧୁକ ମୁନରେ ବ୍ୟବସାୟୀଙ୍କୁ ଲୁଟ୍ ଘଟଣା : ୧୦ଜଣଙ୍କୁ ବାନ୍ଧିଲା ପୁଲିସ

ସୁନ୍ଦରଗଡ଼ : ତଳସରା ଥାନା ଅଧୀନ ବନଡେଗା ଅଞ୍ଚଳରେ ଗତ ମାସରେ ଘଟିଥିବା ବନ୍ଧୁକ ମୁନରେ ଲୁଟ୍ ଘଟଣାର ପର୍ଦ୍ଦଫାଶ କରିଛି ପୁଲିସ । ଏହି ଘଟଣାରେ ସମ୍ପୃକ୍ତ ୧୦ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ ସେମାନଙ୍କ ଠାରୁ ବନ୍ଧୁକ, ଗୁଳି, ମାଗାଜିନ୍, ୨ବାଇକ୍, ୪ ମୋବାଇଲ ଫୋନ ସହ…
Read More...

ଓଡ଼ିଶା ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଅତିରିକ୍ତ ସଚିବଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

ହିତାଧିକାରୀଙ୍କୁ କର୍ମସ୍ଥଳରେ ପଞ୍ଜିକରଣ କରାଯାଇ ପରିଚୟ ପତ୍ର ପ୍ରଦାନ ସୁନ୍ଦରଗଡ଼,(ସସ୍ମିତା ପ୍ରଧାନ) : ଆଜି ଶ୍ରମ ଓ କର୍ମଚାରୀ ବୀମା ବିଭାଗର ଅତିରିକ୍ତ ସଚିବ ରାଜେଶ କୁମାର ଅଗ୍ରୱାଲ ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ । ଏହି…
Read More...

ପଡୋଶୀକୁ କଟୁରୀରେ ହାଣି ହତ୍ୟା : ପୂର୍ବଶତ୍ରୁତାକୁ ନେଇ ଲାଗି ରହିଥିଲା ବିବାଦ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ସାନଜଲ ଗାଁରେ ଅଭାବନୀୟ ଘଟଣା । ପୂର୍ବଶତ୍ରୁତାକୁ ଘଟିଛି ହତ୍ୟାକାଣ୍ଡ । କଟୁରୀରେ ହାଣି ପଡୋଶୀକୁ ହତ୍ୟା ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ଖବର ଅନୁଯାୟୀ, ସାନଜଲ ଗାଁର ଶୁକ ଦେହୁରୀ ଏବଂ ଦୋଳ…
Read More...

ସୁନ୍ଦରଗଡ଼ ଠାରେ ବିଶ୍ଵ ରେଡକ୍ରସ ଦିବସ ପାଳିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ସ୍ଥାନୀୟ ସଦଭାବନା ଭବନ ଠାରେ ସମାଜସେବୀ ସାର ଜନ ହେନେରି ଦୁରାଣ୍ଟଙ୍କ ଜନ୍ମ ବାର୍ଷିକୀ ପାଳନ ସହ ବିଶ୍ଵ ରେଡକ୍ରସ ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ପୌରପାଳିକା ଅଧ୍ୟକ୍ଷା ତନୟା ମିଶ୍ର, ଜିଲ୍ଲାପାଳ ମନୋଜ ମହାଜନ,…
Read More...

ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳନ ସମାରୋହ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସଂସ୍କୃତି ଭବନ ଠାରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ଏହି ଜୟନ୍ତୀ ସମାରୋହରେ ଅତିଥି ଭାବେ…
Read More...

ସୁନ୍ଦରଗଡ଼ ଠାରେ ଦୁଇ ଦିନିଆ ସ୍ୱାସ୍ଥ୍ୟ ଶିବିର ଉଦ୍‌ଘାଟିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ସୁନ୍ଦରଗଡ଼ ଭେଷଜ ମହାବିଦ୍ୟାଳୟ ତଥା ହସ୍ପିଟାଲ ଠାରେ ଆଜି ଦୁଇ ଦିନିଆ ସ୍ୱାସ୍ଥ୍ୟ ଶିବିର ଉଦ୍‌ଘାଟିତ ହୋଇଯାଇଛି । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରାଳୟ, ଅଖିଳ ଭାରତୀୟ ଚିକିତ୍ସା…
Read More...

ଓଡିଆ ପକ୍ଷ ଅବସରରେ ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଓଡ଼ିଆ ପକ୍ଷ ପାଳନର ପଞ୍ଚମ ଦିନରେ ଆଜି ଐତିହ୍ୟସ୍ଥଳୀର ସୁରକ୍ଷା ଓ ଯୁବପିଢ଼ିଙ୍କ ମଧ୍ୟରେ ଏନେଇ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଜିଲ୍ଲା କ୍ରୀଡ଼ା ବିଭାଗ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିକାଶ ଭବନ ଠାରୁ ନୂତନ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଏକ…
Read More...

ଗାଧୋଇବା ବେଳେ ଇବ୍ ନଦୀ କନାକୁଣ୍ଡୁରେ ଭାସି ଯୁବକ ନିଖୋଜ

ସୁନ୍ଦରଗଡ଼ : ନଦୀରେ ଭାସି ଯୁବକ ନିଖୋଜ । ସୁନ୍ଦରଗଡ ଜିଲ୍ଲା ତଲସରା ଥାନା ବାଲିଶଙ୍କରା ଘୋଘର ଇବ୍ ନଦୀ କନାକୁଣ୍ଡୁରେ ଭାସିଗଲେ ଯୁବକ । ଦର୍ଲିପାଲ୍ଲିରୁ ଭୋଜି କରିବାକୁ ଯାଇଥିଲେ । କନାକୁଣ୍ଡୁ ସାତବଖରାରେ ଗାଧୋଇବା ବେଳେ ଭାସିଯାଇ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ଜଣକ ହେଲେ…
Read More...

ବିଳମ୍ୱିତ ରାତିରେ ଘରେ ପଶି ଗାଡିରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ସୁନ୍ଦରଗଡ : ଘରେ ପଶି ଗାଡିରେ ନିଆଁ ଲଗାଇଲେ ଦୁର୍ବୃତ୍ତ । ଗାଡ଼ି ଦୁଇଟି ସମ୍ପୂର୍ଣ୍ଣ ଭାବରେ ନଷ୍ଟ ହୋଇଯାଇଛି । ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲ୍ଲା ଭଷ୍ମା ଥାନା ଗୁଲୁଠା ଗ୍ରାମର ଲୋକଚରଣ ରୋହିଦାସଙ୍କ ଘରେ । ସୂଚନା ଅନୁସାରେ, ଗୁରୁବାର ବିଳମ୍ୱିତ ରାତିରେ ଗୁଲୁଠା ଗ୍ରାମର ଲୋକଚରଣ…
Read More...

ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ : ବାପାକୁ ହତ୍ୟା କଲା ପୁଅ

ସୁନ୍ଦରଗଡ଼ : ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ । ମାତାଲ୍ ଅବସ୍ଥାରେ ବାପାକୁ ପିଟି ପିଟି ହତ୍ୟା କଲା ପୁଅ । ଏପରି ଏକ ଅଘଟଣ ଲେଫ୍ରିପଡା ଥାନା ଛଟେନପାଲିରେ ଦେଖିବାକୁ ମିଳିଛି । ମାତାଲ୍ ଅବସ୍ଥାରେ ବାପାକୁ ପିଟି ହତ୍ୟା ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ତେବେ ଘଟଣାସ୍ଥଳରେ ପୋଲିସର…
Read More...