Browsing Tag

sundargarh news

ଭେଷଜ ରମ୍ଭାବତୀ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : କୁଣ୍ଡୁକେଲାସ୍ଥିତ ଭେଷଜ ରମ୍ଭାବତୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ନୂଆ ଓଡ଼ିଶା ଯୁବ ଓଡ଼ିଶା, ନବୀନ ଓଡ଼ିଶା ଅନ୍ତର୍ଗତ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ଜିଲ୍ଲା ବିଜେଡି ସଭାପତି ଯୋଗେଶ ସିଂହ ଓ…
Read More...

ବନ୍ଦ ସ୍କୁଲ ଘରେ ଚାଲିଥିଲା ମଦ ପ୍ରସ୍ତୁତି : ଅବକାରୀ ବିଭାଗର ଚଢାଉରେ ହେଲା ପର୍ଦ୍ଦାଫାସ

ସୁନ୍ଦରଗଡ : ସ୍କୁଲ ଘରୁ ମିଳିଲା ଦେଶୀ ମଦ, ମହୁଲପୋଚ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ ବନ୍ଧବାହାଲ ଗାଁ ସ୍କୁଲରୁ ଏପରି ଜିନିଷ ଜବତ ହୋଇଛି । ବର୍ତ୍ତମାନ ସୁଦ୍ଧା ଅବକାରୀ ବିଭାଗ ଏହି ଘଟଣାରେ କାହାକୁ ଗିରଫ କରିନାହିଁ । ଖବର ଅନୁଯାୟୀ ବନ୍ଧବାହାଲ ଗାଁରେ ଛାତ୍ରଛାତ୍ରୀ ନହେବାରୁ…
Read More...

ସୁନ୍ଦରଗଡ଼ ସଦର ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀପଲ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ସଦର ଫରେଷ୍ଟ ରେଞ୍ଜ ଅଞ୍ଚଳରେ ହାତୀ ଆତଙ୍କ । ହାତୀପଲ ଗାଁରେ ପଶି ଉପଦ୍ରବ କରି ନିକଟସ୍ଥ ଜଙ୍ଗଲକୁ ଚାଲି ଯାଇଛନ୍ତି । ଗତ ୪ରୁ ୫ ଦିନ ହେବ ହାତୀପଲ ସୁନ୍ଦରଗଡ଼ ଫରେଷ୍ଟ ରେଞ୍ଜ ଅଞ୍ଚଳର ଆମସଡେଗି ମହୁଲଯୋର ଘଣ୍ଟିବୁଡ ଗ୍ରାମରେ ପଶି ଘର ଭାଙ୍ଗି ଫସଲ ନଷ୍ଟ କରୁଛନ୍ତି ।…
Read More...

ଦନ୍ତା ଆକ୍ରମଣରେ ମହିଳା ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା କୋଇଡା ରେଞ୍ଜ ପାଟମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କଦମଡ଼ିହି ନିକଟସ୍ଥ ନାଳିଆଡ଼ିହିଠାରେ ଏକ ଦନ୍ତା ହାତୀର ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଜଣଙ୍କ ହେଉଛନ୍ତି ସୁମିତା ମୁଣ୍ଡା । ସୂଚନା ଅନୁସାରେ, ସୁମିତା ମୁଣ୍ଡା କୋଇଡା…
Read More...

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ଘରେ ଡକାୟତି ଅଭିଯୋଗ

ସୁନ୍ଦରଗଡ଼ : ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବର୍ତ୍ତମାନର ବିଜେଡି ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଗୋପାଳ ପ୍ରଧାନଙ୍କ ବିଲେଇମୁଣ୍ଡା ସ୍ଥିତ ବାସଭବନରେ ଡକାୟତି ହୋଇଥିବା ଅଭିଯୋଗ ହୋଇଛି । ଗୁରୁବାର ରାତିରେ ୫ ଜଣ ଡକାୟତ ଘର ପଛପଟ ଦେଇ ପଶିବା ସହ ଘରେ ଥିବା ସମସ୍ତ ସଦସ୍ୟଙ୍କୁ ବାନ୍ଧି ଦେଇ…
Read More...

ଓଲଟିଲା ବୋଲେରୋ : ୧ ମୃତ, ୮ ଗୁରୁତର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଥାନା ବିଲେଇମୁଣ୍ଡାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ହେମଗିରି ଥାନା ଅନ୍ତର୍ଗତ ବାଙ୍କିବାହାଲ ଟପରିଆ ରାସ୍ତାର ବିଲେଇମୁଣ୍ଡାଠାରେ ବିଳମ୍ବିତ ରାତିରେ…
Read More...

ଜଙ୍ଗଲ ନିଆଁ ଲିଭାଇବାକୁ ଯାଇଥିବା ବେଳେ ଜଳିଗଲା ଜିପ୍

ସୁନ୍ଦରଗଡ଼ : ଖରା ଆରମ୍ଭ ସହ ଏବେ ରାଜ୍ୟର ଏକାଧିକ ଜଙ୍ଗଲ ଜଳୁଛି । ଜଙ୍ଗଲ ନିଆଁକୁ ଲିଭାଇବାକୁ ଯାଇଥିବା ବନ ବିଭାଗର ଗାଡ଼ି ସେହି ଜଙ୍ଗଲ ନିଆଁରେ ଜଳି ଯାଇଛି । ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲାରେ । ସୂଚନା ଅନୁସାରେ ମଙ୍ଗଳବାର ଭବାନୀପୁର ଜଙ୍ଗଲରେ ନିଆଁ ଲାଗିଥିବା ଖବର ପାଇ ସଦର…
Read More...

ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ୫-ଟି ସଚିବ ଭି.କେ. ପାଣ୍ଡିଆନ

ସୁନ୍ଦରଗଡ଼ : ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି ଶନିବାର ବଣାଇ ଉପଖଣ୍ଡର ଚାରୋଟି ବ୍ଲକ ସମେତ ବୀରମିତ୍ରପୁର ମ୍ୟୁନିସିପାଲିଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ୫-ଟି…
Read More...

ସୁନ୍ଦରଗଡ଼ରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ସୁନ୍ଦରଗଡ଼ : ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ସ୍ଥାନୀୟ ପ୍ରଗତି ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତଙ୍କୁ ମହିଳା ଦିବସର ଶୁଭେଚ୍ଛା ଜଣାଇଥିଲେ ଏବଂ ସମାଜରେ ମହିଳାମାନେ…
Read More...

ଘର ଭିତରୁ ୨ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଉନ ଥାନା ସେପ୍ତିବାହାଲରେ ଏକ ଘର ଭିତରୁ ୨ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଖବର ପାଇ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ୨ ଶ୍ରମିକ ଘରେ ଶୋଇଥିବା ଅବସ୍ଥାରେ ଘରେ ନିଆଁ ଲାଗିଯାଇଥିଲା । ଯାହାଫଳରେ ସେମାନେ ଘରୁ…
Read More...