ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନାର ଖୁଟୁଗାଁ ଗ୍ରାମରେ ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ । ଘରୋଇ କଳହକୁ କେନ୍ଦ୍ର କରି ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି ।
ସୂଚନାନୁଯାୟୀ, ଲହୁଣୀପଡ଼ା ଥାନାର ଖୁଟୁଗାଁ ଗ୍ରାମର ବଡ଼ ଭାଇ ବିଶୁ କୁମାର!-->!-->!-->…
Read More...
Read More...