Browsing Tag

sundargarh news

ଏବେ ପନିପରିବା ପଚିବାକୁ ନାହିଁ ଡର, ସୁନ୍ଦରଗଡ଼ ଜିଲ୍ଲାରେ ଚାଷୀଙ୍କୁ ମିଳୁଛି ‘ସବଜି କୁଲର’

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ସୁନ୍ଦରଗଡ଼ ଜିଲ୍ଲାର କ୍ଷୁଦ୍ର ଚାଷୀଙ୍କ ପାଇଁ ବରଦାନ ପାଲଟିଛି ‘ସବଜି କୁଲର’ ବା ‘ଜିରୋ କୁଲିଙ୍ଗ ଚାମ୍ବର’ । ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କୁଲର ସେମାନଙ୍କ ଆର୍ଥିକ ସ୍ଥିତି ଓ ଜୀବନଧାରଣ ମାନରେ ବିଶେଷ ପରିବର୍ତ୍ତନ ଆଣି ପାରିଛି । ପ୍ରଶାସନ
Read More...

‘ମାତୃଜ୍ୟୋତି’ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଡାକ୍ତର, ସିଡିପିଓ, ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ କର୍ମଶାଳା

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ‘ମାତୃଜ୍ୟୋତି’ ଅଧୀନରେ ‘ଗର୍ଭାବସ୍ଥାରେ ଯତ୍ନ’ କାର୍ୟ୍ୟକ୍ରମକୁ ଜିଲ୍ଲାବ୍ୟାପି ସଫଳତାର ସହ କାର୍ୟ୍ୟକାରୀ କରିବା ପାଇଁ ଅଧିକାରୀ ଏବଂ କ୍ଷେତ୍ର କର୍ମଚାରୀଙ୍କ ପ୍ରଶିକ୍ଷଣ କର୍ମଶାଳା ଆରମ୍ଭ ହୋଇଛି। ଜିଲ୍ଲାର ଡାକ୍ତର, ସିଡିପିଓଙ୍କ ସମେତ ସମସ୍ତ ଆଶା ଓ
Read More...

ଗୁରୁଣ୍ଡିଆର ଚାନ୍ଦିପୋଷଠାରେ ଖୋଲିଲା ମା’ ଗୃହ : ୨୩ଟି ଗାଁର ମା’ଙ୍କୁ ମିଳିବ ସ୍ୱାସ୍ଥ୍ୟସେବା

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ୨୩ଟି ଗାଁର ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲାଗି ଗୁରୁଣ୍ଡିଆ ବ୍ଲକର ଚାନ୍ଦିପୋଷଠାରେ ଖୋଲିଲା ମା’ ଗୃହ। ବୁଧବାର ଦିନ ଏହି ମା’ ଗୃହକୁ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ନିଖିଲ ପବନ କଲ୍ୟାଣ ଉଦଘାଟନ କରିଛନ୍ତି। ୩ଟି ଗ୍ରାମପଞ୍ଚାୟତର
Read More...

ହେମଗିରିରେ ଖୋଲିଲା ସାର୍ବଜନୀନ ପାଠାଗାର

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : "ସୁନ୍ଦରଗଡ଼ ବହିପଢ଼' ଅଭିଯାନ ଅଧୀନରେ ହେମଗିରି ବ୍ଲକର କମଲଗାଠାରେ ଏକ ଗ୍ରାମୀଣ ପାଠାଗାର ପ୍ରତିଷ୍ଠା କରାଯାଇଛି । ଏହି ଗ୍ରାମୀଣ ପାଠାଗାରକୁ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ନିଖିଲ ପବନ କଲ୍ୟାଣ ସୋମବାର ଦିନ ଉଦଘାଟନ କରିଛନ୍ତି । ଉଦଘାଟନ
Read More...

ଜିଲ୍ଲାରେ ଗର୍ଭବତୀ ମହିଳା ଓ ଶିଶୁଙ୍କ ବିକାଶ ପାଇଁ ବଳିଷ୍ଠ ପଦକ୍ଷେପ ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମର ଶୁଭାରମ୍ଭ

• ଜିଲ୍ଲାର ସମସ୍ତ ଗର୍ଭବତୀ ମହିଳାଙ୍କ ପାଇଁ ଗର୍ଭାବସ୍ଥାରେ ମାଗଣାରେ ଚାରି ଥର ଅଲଟ୍ରାସାଉଣ୍ଡ ପରୀକ୍ଷା• ୨୫୦୦ରୁ ଅଧିକ ଅଙ୍ଗନବାଡ଼ିର ଆଧୁନିକୀକରଣ ଏବଂ ୭୦୦ରୁ ଅଧିକ ଆଦର୍ଶ ଅଙ୍ଗନବାଡ଼ି ନିର୍ମାଣ• ଜିଲ୍ଲାର କିଶୋରୀ ଓ ମହିଳାଙ୍କ ପାଇଁ ଜୀବନ କୌଶଳ ତାଲିମ କାର୍ଯ୍ୟକ୍ରମ• ପ୍ରବାସ ଫେରନ୍ତା
Read More...

ରାଉରକେଲା କଲୁଙ୍ଗା ଶିଳ୍ପାଞ୍ଚଳରେ ୨୧ଟି ଏମଏସଏମଇ ୟୁନିଟ ପ୍ରତିଷ୍ଠା ଲାଗି ମଞ୍ଜୁରୀ, ନିଯୁକ୍ତି ସୁଯୋଗ

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ରାଉରକେଲାର କଲୁଙ୍ଗା ଶିଳ୍ପାଞ୍ଚଳରେ ଆଗାମୀ ଦିନରେ ୨୧ଟି ଏମଏସଏମଇ ୟୁନିଟ ପ୍ରତିଷ୍ଠା ହେବ। ଏହି ପ୍ରକଳ୍ପଗୁଡ଼ିକୁ ଜିଲ୍ଲା ସ୍ତରୀୟ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ କର୍ତ୍ତୃପକ୍ଷ ବୈଠକରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ନିଖିଲ ପବନ କଲ୍ୟାଣ ମଞ୍ଜୁରୀ
Read More...

ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ସେବା ଯୋଗାଉଛି ସୁନ୍ଦରଗଡ଼ର ଏଆରସି : ୨୪ ବର୍ଷ ପରେ ଆଶାବାଡ଼ି ଛାଡ଼ି ଠିଆ ହେଲେ…

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : '୨୪ ବର୍ଷ ହେଲା ଆଶାବାଡ଼ିକୁ ଭରସା କରି ମୁଁ ବାଟ ଚାଲୁଥିଲି । ହେଲେ ଏବେ ଆଶାବାଡ଼ି ଛାଡ଼ି ନିଜ ଗୋଡ଼ରେ ଠିଆ ହୋଇ ପାରୁଥିବାରୁ ମତେ ବହୁତ ଖୁସି ଲାଗୁଛି। ମୁଁ ଯେମିତି ନୂଆ ଜୀବନ ପାଇଛି'… ଏହା କହିଛନ୍ତି ସମ୍ବଲପୁର ମହୁଲମୁଣ୍ଡା ଗ୍ରାମର ଯୋଶେଫ ତିର୍କୀ ।
Read More...

ଆଖିରେ ଜଟିଳ ଅସ୍ତ୍ରୋପଚାର ପରେ ଦୁନିଆ ଦେଖିଲା ତିନି ମାସର ଶିଶୁକନ୍ୟା : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ…

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ‘‘ଜନ୍ମ ହେଲା ବେଳେ ମୋ’ ଝିଅର ଓଜନ ମାତ୍ର ୭୦୦ ଗ୍ରାମ ଥିଲା । ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁରେ ଝିଅ ଅଢ଼େଇ ମାସ ରହିଲା । ପରୀକ୍ଷା ହେଲାରୁ ଜଣାପଡ଼ିଲା ଯେ ତା’ ଆଖିରେ କିଛି ଅସୁବିଧା ଅଛି । ଅପରେସନ କରିବାକୁ ପଡ଼ିବ । ଝିଅକୁ କେମିତି
Read More...

ସୁନ୍ଦରଗଡ଼ ଜିଲ୍ଲାରେ ମା’ ଓ ଶିଶୁ ସୁରକ୍ଷା ପାଇଁ ଆଉ ୯ଟି ‘ମା’ ଗୃହ’ ପ୍ରତିଷ୍ଠା କରାଯିବ

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାରୀ ଓ ଘରୋଇ ସହଭାଗିତା (ପିପିପି) ଉପରେ ଗୁରୁତ୍ୱ ଆରୋପ କରାଯାଉଛି। ନିକଟରେ ଏ ସମ୍ପର୍କରେ ଆୟୋଜିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
Read More...

କୋଭିଡ୍ କଟକଣା ଭିତରେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ‘ମୋତିଆ ବିନ୍ଦୁ’ ଅପରେସନ

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : କୋଭିଡ୍ କଟକଣାକୁ ପାଳନ କରି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଆରମ୍ଭ ହୋଇଛି ମାଗଣା ‘ମୋତିଆ ବିନ୍ଦୁ’ ଅପରେସନ । କରୋନା ସଂକ୍ରମଣ ପାଇଁ ଏହି ଚିକିତ୍ସା ଗତ କିଛି ମାସ ହେଲା ବନ୍ଦ ରହିଥିଲା । ଗତ ମାସକ ଭିତରେ ୮ଟି ବ୍ୟାଚରେ ମୋଟ ୪୬ ଜଣଙ୍କ
Read More...