Browsing Tag

sundargarh news

ଲାଠିକଟା ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠିର ଯୋଜନା ପ୍ରସ୍ତୁତି ତାଲିମ

ସୁନ୍ଦରଗଡ, (କେପିଏନ୍‌ଏସ୍‌) : ଲାଠିକଟା ବ୍ଲକର ସମ୍ମିଳନୀ କକ୍ଷଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌, ସୁନ୍ଦରଗଡର ଆୟୋଜନ କ୍ରମେ ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀମାନଙ୍କ ପାଇଁ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଏକ ତାଲିମ…
Read More...

ଜଙ୍ଗଲରେ ଚୋରା ମଦ ପ୍ରସ୍ତୁତି ଯୋଜନା ପଣ୍ଡ : ଚଢ଼ାଉ କରି ୩୪ ହଜାର ଲିଟର ମହୁଲ ପୋଚ ନଷ୍ଟ କଲା ଅବକାରୀ ବିଭାଗ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଙ୍ଗରପାଲି ବ୍ଲକ ପିଠାଭୁଇଁ ଜଙ୍ଗଲରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ । ଜଙ୍ଗଲ ଭିତରେ ମାଟିତଳେ ଲୁଚାଇ ରଖାଯାଇଥିବା ପ୍ରାୟ ୩୪ ହଜାର ଲିଟର ମହୁଲ ପୋଚ ଠାବ କରିଛି ସ୍ୱତନ୍ତ୍ର ଅବକାରୀ ଟିମ୍‌ । ସୂଚନା ଅନୁସାରେ, ଜଙ୍ଗଲ ଭିତରେ ଗାତ ଖୋଳି ବିପୁଳ ପରିମାଣର…
Read More...

ହେମଗିରି ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି ତାଲିମ

ସୁନ୍ଦରଗଡ, (କେପିଏନ୍‌ଏସ୍‌) : ହେମଗିରି ବ୍ଲକର ସମ୍ମିଳନୀ କକ୍ଷଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ସୁନ୍ଦରଗଡର ଆୟୋଜନ କ୍ରମେ ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନଙ୍କ ପାଇଁ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଏକ ତାଲିମ…
Read More...

ଶିଶୁ ସୁରକ୍ଷା ଯୋଜନା ପାଇଁ ତାଲିମ ଶିବିର

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ୍ ସମ୍ମିଳନୀ କକ୍ଷରେ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠି ଏବଂ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ଯୋଜନା ପ୍ରସ୍ତୁତି ନେଇ ଏକ ଦିନିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌,…
Read More...

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ

ସୁନ୍ଦରଗଡ, (କେପିଏନ୍‌ଏସ୍‌) : ସୁନ୍ଦରଗଡ ସ୍ଥିତ ଜିଲା ପଞ୍ଚାୟତ ସାଧନ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣାର ମିଳିତ ଉଦ୍ୟମରେ ଏକ ଦିନିଆ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ ଅନୁଷ୍ଟିତ ହୋଇଯାଇଛି । ଏହି ଶିବିରରେ ଅରୁଣାର ଜିଲ୍ଲା…
Read More...

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ

ସୁନ୍ଦରଗଡ, (କେପିଏନ୍‌ଏସ୍‌) : ସୁନ୍ଦରଗଡ ଜିଲ୍ଲାର ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ସୁନ୍ଦରଗଡ ଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଜିଲ୍ଲା ଶିଶୁ ସୁରକ୍ଷା କର୍ମୀମାନଙ୍କୁ ମାନସିକ ସ୍ଵାସ୍ଥ୍ୟ ଓ ମନୋ ସାମାଜିକ ଦକ୍ଷତା ବିକାଶ ପ୍ରଶିକ୍ଷଣ ଅନୁଷ୍ଟିତ ହୋଇଯାଇଛି। ସୁନ୍ଦର…
Read More...

ଏସ୍‌ଆଇଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ୍‌ଆଇଆର୍ ଉପରେ ଆଜି ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ)ଙ୍କ ସମ୍ମିଳନୀ କକ୍ଷ ଠାରେ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଆଭାସୀ ମାଧ୍ୟମରେ…
Read More...

ଟିପିଡବ୍ଲୁଓଡିଏଲ୍‌ର ‘ଗ୍ରାମୀଣ କ୍ରୀଡ଼ା ବିକାଶ କାର୍ଯ୍ୟକ୍ରମ’ ଛୁଇଁଲା ସଫଳତାର ନୂଆ ଶିଖର

ସୁନ୍ଦରଗଡ଼ ଜିଲ୍ଲାରେ ୫୦୦ରୁ ଅଧିକ ଯୁବ କ୍ରୀଡ଼ାବିତ୍ ହେଲେ ସାମିଲ୪୦ ପ୍ରତିଶତରୁ ଅଧିକ ଝିଅଙ୍କ ଅଂଶଗ୍ରହଣ, ମୁଖ୍ୟମନ୍ତ୍ରୀ ଟ୍ରଫି ଓ ଏସ୍‌ଜିଏଫ୍‌ଆଇ ଜାତୀୟ ଚାମ୍ପିଅନସିପ୍‌ରେ ସଫଳତା ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆରମ୍ଭ ହେବାର ବର୍ଷକ ମଧ୍ୟରେ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା…
Read More...

ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଲେଫ୍ରିପଡ଼ା ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ…
Read More...

ସୁନ୍ଦରଗଡ଼ ଜିଲ୍ଲାର ଚାରୋଟି ନିର୍ବାଚନ ମଣ୍ଡଳୀର ପରିଗଣନା ଫର୍ମର ଡିଜିଟାଇଜେସନ୍ ସମ୍ପୂର୍ଣ୍ଣ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜ୍ୟରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ୍‌ଆଇଆର୍ ଅନ୍ତର୍ଗତ ପରିଗଣନା ଫର୍ମ ବଣ୍ଟନ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଚଳିତ ଜୁନ୍ ମାସ ୨୮ ତାରିଖରେ ସମାପ୍ତ ହେବ ଏହି ପରିଗଣନା ଫର୍ମ ବଣ୍ଟନ ପ୍ରକ୍ରିୟା । ଏହି ପରିପ୍ରେକ୍ଷୀରେ…
Read More...