Browsing Tag

sundargarh news

ଭିଜିଲାନ୍ସ ଜାଲରେ ଏଏସଆଇ ଅରୂପା ନନ୍ଦ ଦାସ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଓଡିଶା ଭିଜିଲାନ୍ସ ବଡ଼ଗାଁ ପୋଲିସ ଷ୍ଟେସନ, ଜିଲ୍ଲା- ସୁନ୍ଦରଗଡ଼ର ଏଏସଆଇ ଅରୂପା ନନ୍ଦ ଦାସଙ୍କୁ ଏକ ମାମଲାରେ ସାହାଯ୍ୟ କରିବା ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଗିରଫ କରିଛି । ଅର୍ଥାତ୍ ୧୨.୦୩.୨୦୨୬ରେ, କିଛି ସମୟ ପୂର୍ବରୁ, ସୁନ୍ଦରଗଡ଼
Read More...

ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ଆଜି ଜିଲ୍ଲାପାଳ ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବିକାଶ ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାପାଳ ଶ୍ରୀ ମହାପାତ୍ର ଅଂଶୁଘାତର ମୁକାବିଲା ସହିତ ଜଳ ସମସ୍ୟାର ସମାଧାନ ଦିଗରେ ବିଶେଷ
Read More...

ସୂଚନା ଅଧିକାର ଅଧିନିୟମ-୨୦୦୫ ଉପରେ କର୍ମଶାଳା ଏବଂ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସଦଭାବନା ଭବନ ଠାରେ ସୂଚନା ଅଧିକାର ଅଧିନିୟମ -୨୦୦୫ ଉପରେ ଏକ କର୍ମଶାଳା ଏବଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ ଓ ଇଂରାଜୀରେ ସୂଚନା ଅଧିକାର ଅଧିନିୟମ -୨୦୦୫ ଉପରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସୂଚନା
Read More...

ଅନ୍ତର୍ଜାତୀୟ ମହିଳା ଦିବସ – ପ୍ରଥମ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଆଜି ସ୍ଥାନୀୟ ଭବାନୀ ଭବନ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଏକ ମାସ୍ ଫିଟନେସ ଏବଂ ଯୋଗ କାର୍ଯ୍ୟକ୍ରମ ତଥା ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ
Read More...

ଲେଫ୍ରିପଡ଼ା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଲେଫ୍ରିପଡା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ୍ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ
Read More...

ରାଜଗାଙ୍ଗପୁର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜଗାଙ୍ଗପୁର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଯୋଗ ଦେଇ ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର
Read More...

ଜିଲ୍ଲା ମହୋତ୍ସବ ଯତରା ୨୦୨୬ର ଉଦଯାପନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆଙ୍କ ଗୀତରେ ଝୁମିଲେ ଦର୍ଶକ ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଉଦଯାପିତ ହୋଇଯାଇଛି ସୁନ୍ଦରଗଡ଼ ଜିଲ୍ଲା ମହୋତ୍ସବ ଯତରା - ୨୦୨୬ । ଏହି ଉଦଯାପନୀ ସନ୍ଧ୍ୟାରେ ଯତରା ମଞ୍ଚକୁ ହକି କିମ୍ବଦନ୍ତୀ ମାଇକେଲ କିଣ୍ଡୋଙ୍କ ନାମରେ ସମର୍ପଣ କରାଯାଇଥିଲା । ଏହି ଅବସରରେ
Read More...

ସୁନ୍ଦରଗଡ଼ ଜିଲ୍ଲା ମହୋତ୍ସବ ଯତରା ୨୦୨୬ର ଦ୍ୱିତୀୟ ସନ୍ଧ୍ୟା

ପ୍ରଖ୍ୟାତ କଣ୍ଠଶିଳ୍ପୀ ମହମ୍ମଦ ଦାନିଶ ଦ୍ଵାରା ତାରକା ରାତ୍ରି ଅନୁଷ୍ଠିତ ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଜିଲ୍ଲା ମହୋତ୍ସବ ଯତରା ୨୦୨୬ର ଦ୍ୱିତୀୟ ସାଂସ୍କୃତିକ ସନ୍ଧ୍ୟା ଅନୁଷ୍ଠିତ। ଏଥିରେ ମୁଖ୍ୟ ଅତିଥି ଭାବେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗ,
Read More...

ଜିଲ୍ଲା ମହୋତ୍ସବ ଯତରା – ୨୦୨୬ ଉଦଘାଟିତ

ରଙ୍ଗାରଙ୍ଗ ସାଂସ୍କୃତିକ ଶୋଭାଯାତ୍ରା ମଧ୍ୟରେ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଉଦଘାଟିତ ହୋଇଯାଇଛି ସୁନ୍ଦରଗଡ଼ ଜିଲ୍ଲା ମହୋତ୍ସବ ଯତରା - ୨୦୨୬ । ସ୍ଥାନୀୟ ଯତରା ପଡ଼ିଆ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ
Read More...

ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସବଡେଗା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ । ଏଥିରେ ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୬୨ ଗୋଟି ଅଭିଯୋଗ ଆସିଥିଲା ।
Read More...