Browsing Tag

sundargarh news

ଆଖିରେ ଜଟିଳ ଅସ୍ତ୍ରୋପଚାର ପରେ ଦୁନିଆ ଦେଖିଲା ତିନି ମାସର ଶିଶୁକନ୍ୟା : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ…

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ‘‘ଜନ୍ମ ହେଲା ବେଳେ ମୋ’ ଝିଅର ଓଜନ ମାତ୍ର ୭୦୦ ଗ୍ରାମ ଥିଲା । ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁରେ ଝିଅ ଅଢ଼େଇ ମାସ ରହିଲା । ପରୀକ୍ଷା ହେଲାରୁ ଜଣାପଡ଼ିଲା ଯେ ତା’ ଆଖିରେ କିଛି ଅସୁବିଧା ଅଛି । ଅପରେସନ କରିବାକୁ ପଡ଼ିବ । ଝିଅକୁ କେମିତି
Read More...

ସୁନ୍ଦରଗଡ଼ ଜିଲ୍ଲାରେ ମା’ ଓ ଶିଶୁ ସୁରକ୍ଷା ପାଇଁ ଆଉ ୯ଟି ‘ମା’ ଗୃହ’ ପ୍ରତିଷ୍ଠା କରାଯିବ

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାରୀ ଓ ଘରୋଇ ସହଭାଗିତା (ପିପିପି) ଉପରେ ଗୁରୁତ୍ୱ ଆରୋପ କରାଯାଉଛି। ନିକଟରେ ଏ ସମ୍ପର୍କରେ ଆୟୋଜିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
Read More...

କୋଭିଡ୍ କଟକଣା ଭିତରେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ‘ମୋତିଆ ବିନ୍ଦୁ’ ଅପରେସନ

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : କୋଭିଡ୍ କଟକଣାକୁ ପାଳନ କରି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଆରମ୍ଭ ହୋଇଛି ମାଗଣା ‘ମୋତିଆ ବିନ୍ଦୁ’ ଅପରେସନ । କରୋନା ସଂକ୍ରମଣ ପାଇଁ ଏହି ଚିକିତ୍ସା ଗତ କିଛି ମାସ ହେଲା ବନ୍ଦ ରହିଥିଲା । ଗତ ମାସକ ଭିତରେ ୮ଟି ବ୍ୟାଚରେ ମୋଟ ୪୬ ଜଣଙ୍କ
Read More...

ସୁରୁଟେ ବନ୍ଧ୍‌ ଥି ବୁଡ଼ିମଲା ହାତୀ ଛୁଆ

ହେମଗିରି, (କେପିଏନ୍‌ଏସ୍‌) : ସୁରୁଟେ ବନ୍ଧ ଥି ବୁଡ଼ିମରିଛେ ହାତୀ ଛୁଆଟେ । ସୁନ୍ଦରଗଡ଼ ଜିଲ୍ଲାର ହେମଗିର ଏରିଆ ଥି ଘଟିଛେ ଇ’ ଘଟନା । ଆଏଜ୍‌ ସକାଲୁ ହେମଗିରି ବନଖଁଡ଼ର ବାଘୋରା ସେକ୍ସନ ଖଜୁରବାହାଲ ଗାଁର ଚାଷ ଜମି ପାଖେ ଥିବାର ଗୁଟେ ସୁରୁ ବନ୍ଧ ଥି ମାସେ କର୍‌ ହାତୀ ଛୁଆ ଟେ ବୁଡ଼ି କରି
Read More...

ସୁନ୍ଦରଗଡ଼ ଜିଲ୍ଲାରେ ଦୁଇଟି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ

ସୁନ୍ଦରଗଡ଼, (କେପିଏନଏସ) : ସୁନ୍ଦରଗଡ଼ ଜିଲ୍ଲାରେ ଶିଶୁମାନଙ୍କ ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ନିମନ୍ତେ ଆଜି ଦୁଇଟି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିବା ବେଳେ ହେମଗିରି ବ୍ଲକରେ ମାଣ୍ଡିଆ ଲଡ଼ୁ ଏବଂ ଲେଫ୍ରିପଡ଼ା ବ୍ଲକ୍‌ରେ ସ୍ପିରୁଲିନା ଯୁକ୍ତ ଚିକି ବଂଟନ ପାଇଁ ପାଇଲଟ୍‌
Read More...