Browsing Tag

sundargarh news

ସୁନ୍ଦରଗଡ଼ରେ ଏସ୍‌ଆଇଆର୍ ଉପରେ ସଚେତନତା ରଥର ଶୁଭାରମ୍ଭ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ୍.ଆଇ.ଆର୍. ଉପରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆଜି ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୁରଜ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅଭିମନ୍ୟୁ ମାଝୀ ଏବଂ…
Read More...

କାଳବୈଶାଖୀ ଝଡ଼ରେ ସୁନ୍ଦରଗଡ଼ ଏବଂ ବରଗଡ଼ ଜିଲ୍ଲାର ବିଦ୍ୟୁତ ଭିତ୍ତିଭୂମିରେ ଭୟାବହ କ୍ଷତି : ଦ୍ରୁତଗତିରେ ବିଦ୍ୟୁତ…

ବରଗଡ଼/ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) :ସୋମବାର ଅପରାହ୍ନରେ ଆସିଥିବା ଭୟଙ୍କର କାଳବୈଶାଖୀ ଝଡ଼ ଯୋଗୁଁ ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଏହି ଝଡ଼ ଫଳରେ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିଡବ୍ଲୁଓଡିଏଲ୍)ର ବିତରଣ ଅଞ୍ଚଳରେ ଥିବା…
Read More...

ହେମଗିର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ହେମଗିର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର…
Read More...

ଶ୍ରାଦ୍ଧ ପାଳନ ବେଳେ ଦୁଃଖଦ ଘଟଣା : ଖାଦ୍ୟ ବିଷାକ୍ତ ଯୋଗୁଁ ସନ୍ଦେହଜନକ ଭାବରେ ୪ ଜଣଙ୍କ ମୃତ୍ୟୁ ଏବଂ ୧୭ ଜଣ ଅସୁସ୍ଥ

ରାଉରକେଲା/ସୁନ୍ଦରଗଡ, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଏକ ଶ୍ରାଦ୍ଧ ଭୋଜି ପରେ ସନ୍ଦେହଜନକ ଖାଦ୍ୟ ବିଷାକ୍ତ ଯୋଗୁଁ ଏକ ଦୁଃଖଦ ଘଟଣା ଘଟି ୪ ଜଣଙ୍କ ମୃତ୍ୟୁ ହେବା ସହିତ ଅତି କମରେ ୧୭ ଜଣ ଗୁରୁତର ଅସୁସ୍ଥ ହୋଇ ଡାକ୍ତରଖାନାରେ…
Read More...

କୁତ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : କୁତ୍ରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣ ଅଭିଯୋଗ ଗୁଡ଼ିକର…
Read More...

ସୁନ୍ଦରଗଡ଼ ଜିଲ୍ଲାରେ “ଲୋକକଳା ପାଇଁ ଦିନ ଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଓଡ଼ିଆ ପକ୍ଷ-୨୦୨୬ ପାଳନ ଅବସରରେ ଆଜିର ଦିବସକୁ ଜିଲ୍ଲାରେ "ଲୋକକଳା ପାଇଁ ଦିନଟିଏ" ଭାବରେ ପାଳନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ବ୍ଲକ ଗୁଡିକରେ ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କ ତତ୍ତ୍ଵାବଧାନରେ "ଲୋକକଳା ପାଇଁ ଦିନଟିଏ"…
Read More...

ଓଡ଼ିଆ ପକ୍ଷ ପାଳନ ଅବସରରେ “ଆସ ବହିଟିଏ କିଣିବା” ଅଭିଯାନ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ସୁନ୍ଦରଗଡ଼ ଠାରେ 'ଆସ ବହିଟିଏ କିଣିବା' ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଆଜି ଏକ ଦିବସୀୟ ମିନି ପୁସ୍ତକ ମେଳା ଆୟୋଜିତ ହୋଇଥିଲା । ଏହି ଅବସରରେ ଓଡ଼ିଶା ବିଧାନ ସଭାର ମାନ୍ୟବର…
Read More...

ଓଡ଼ିଆ ପକ୍ଷର ଦ୍ୱିତୀୟ ଦିବସରେ ଜିଲ୍ଲାରେ ପାରମ୍ପରିକ ପୋଷାକ ପରିଧାନ

ଆମ ପୋଷାକ ଆମ ପରିଚୟ ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : "ଓଡ଼ିଆ ପକ୍ଷ" ପାଳନର ଦ୍ୱିତୀୟ ଓ ତୃତୀୟ ଦିବସ ହେଉଛି ପାରମ୍ପରିକ ପୋଷାକ ପରିଧାନ କାର୍ଯ୍ୟକ୍ରମ "ଆମ ପୋଷାକ ଆମ ପରିଚୟ" । ଏହି କ୍ରମରେ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଏହି ଅବସରରେ…
Read More...

ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ସଦର ମହକୁମାଠାରେ ଆୟୋଜିତ ହୋଇଯାଇଛି ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ସମାରୋହ । ସ୍ଥାନୀୟ ସଂସ୍କୃତି ଭବନ ଠାରେ ଏହି ଅବସରରେ ଏକ ଫଟୋ ପ୍ରଦର୍ଶନୀ, ସାଧାରଣ ସଭା, ପୁରସ୍କାର ବିତରଣ ଉତ୍ସବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।…
Read More...

ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କ ସୁନ୍ଦରଗଡ଼ ଗସ୍ତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଶ୍ରୀମତୀ ବବିତା ପାତ୍ର ଦୁଇ ଦିନିଆ ସୁନ୍ଦରଗଡ଼ ଗସ୍ତରେ ଆସି ବିଭିନ୍ନ କ୍ଷେତ୍ର ପରିଦର୍ଶନ କରିବା ସହିତ ବିଭାଗୀୟ କାର୍ଯ୍ୟକଳାପ ଗୁଡ଼ିକ ଉପରେ ସମୀକ୍ଷା ମଧ୍ୟ କରିଥିଲେ । ଅଧ୍ୟକ୍ଷାଙ୍କ ଏହି ଗସ୍ତ ସମୟରେ…
Read More...