କର୍ମ କ୍ଷେତ୍ରରେ ଯୌନ ନିର୍ଯ୍ୟାତନା ନିରୋଧ ଆଇନ ଉପରେ ତାଲିମ କାର୍ଯ୍ୟକ୍ରମ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ସ୍ଥାନୀୟ ସଦଭାବନା ସଭାଗୃହଠାରେ "କର୍ମ କ୍ଷେତ୍ରରେ ମହିଳାଙ୍କ ଉପରେ ହେଉଥିବା ଯୌନ ନିର୍ଯ୍ୟାତନା ନିରୋଧ ଆଇନ - ୨୦୧୩" ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ଏକ ଦିବସୀୟ ତାଲିମ କାର୍ଯ୍ୟକ୍ରମ ଆଯୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ!-->…
Read More...
Read More...