ଟାଙ୍ଗରପାଲି ବ୍ଲକଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଆଜି ଟାଙ୍ଗରପାଲି ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ!-->…
Read More...
Read More...