ଟିକିରିରେ ଭୂମିକମ୍ପ
ଟିକିରି : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଟିକିରିରେ ଶୁକ୍ରବାର ସକାଳ ୦୫.୦୬ ମିନିଟ୍ରେ ଭୂମିକମ୍ପ ଅନୁଭୂତ ହୋଇଛି । ୨ରୁ ୩ ସେକେଣ୍ଡ ଧରି ଏହି ଭୂକମ୍ପ ହୋଇଥିଲା । ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୩.୮ ଥିବା ଜଣାପଡ଼ିଛି । ଅଞ୍ଚଳରେ ଥିବା ବିଭିନ୍ନ ଘରଦ୍ୱାର ଦୋହଲି ଯାଇଥିବା ବେଳେ!-->…
Read More...
Read More...