ଟିଟିଲାଗଡ ବଣିକ ସଂଘର ନୂତନ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ସମାରୋହ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ମାସରେ ଟିଟିଲାଗଡ ବଣିକ ସଂଘର ନୂତନ କର୍ମକର୍ତ୍ତା ଚୟନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ତେବେ ନୂତନ ନିର୍ବାଚିତ ସଦସ୍ୟଙ୍କ ଶପଥ ଗ୍ରହଣ ସମାରୋହ ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ଡିଏନ୍ ରିସର୍ଟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ!-->…
Read More...
Read More...