ଜନ୍ମମାଟିରେ ହ୍ୟୁମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଲୋକଙ୍କ ସହ ସହରବାସୀ
ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଓଡ଼ିଆ ସଙ୍ଗୀତ ଜଗତର ପ୍ରସିଦ୍ଧ କଣ୍ଠଶିଳ୍ପୀ ସ୍ୱର୍ଗତ ହ୍ୟୁମାନ ସାଗରଙ୍କୁ ରବିବାର ସଂଧ୍ୟାରେ ତାଙ୍କ ଜନ୍ମମାଟି ଟିଟିଲାଗଡ ସହରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସ୍ଥାନୀୟ ସିଏନଆଇ ଚର୍ଚ୍ଚ ପକ୍ଷରୁ ଆୟୋଜିତ ଏକ ବିଶାଳ କ୍ୟାଣ୍ଡେଲ ଶୋଭାଯାତ୍ରାରେ!-->…
Read More...
Read More...