ଅଧ୍ୟୟନ କେନ୍ଦ୍ର ଖୋଲିବା ପାଇଁ ମନ୍ତ୍ରୀ ଟୁକୁନି ଓ ଉପଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ
ଟିଟିଲାଗଡ଼, (ଗୌରବ ଦର୍ଜୀ) : ଡିଏଭି ସ୍ଵୟଂ ଶାସିତ ମହାବିଦ୍ୟାଳୟ, ଟିଟିଲାଗଡ଼ ଠାରେ ଓଡିଶା ରାଜ୍ୟ ମୁକ୍ତ ବିଶ୍ଵବିଦ୍ୟାଳୟ ସମ୍ବଲପୁରର ଏକ ଅଧ୍ୟୟନ କେନ୍ଦ୍ର ଖୋଲିବା ପାଇଁ ଆଜି ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ ଓ ଟିଟିଲାଗଡ଼ ଉପଜିଲ୍ଲାପାଳ ମହାଜନ ମନୋଜ ସତ୍ୟବାନଙ୍କୁ!-->…
Read More...
Read More...